News source
Nayagarh Darpan
Daily Odia News
Subscribe:.rss.atom.json.md
Overdue Last read · last published · next check
Last read 2 hours ago, longer than this feed's 1 hour schedule.
Latest articles

ତୃଣମୂଳ ଛାତ୍ର ପରିଷଦ (TMCP)ର ପ୍ରତିଷ୍ଠା ଦିବସ ସମାବେଶ ଆୟୋଜନ ପାଇଁ କୋଲକାତା ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଓ ସର୍ତ୍ତଗୁଡ଼ିକୁ ଉଲ୍ଲଂଘନ କରିଥିବା ଅଭିଯୋଗରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ ବିରୋଧରେ କୋଲକାତା ପୋଲିସ ନିଜଆଡ଼ୁ ମାମଲା ରୁଜୁ କରିଛି। କଲକାତା ହାଇକୋର୍ଟ ଅଗଷ୍ଟ ୨୮ ତାରିଖରେ କ୍ୟାଥେଡ୍ରାଲ୍ ରୋଡରେ ଟିଏମସିପିର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ପାଇଁ ଅନୁମତି ପ୍ରଦାନ କରିଥିଲେ। କୋର୍ଟ ସର୍ତ୍ତ ରଖିଥିଲେ…

ଭାରତକୁ ବଡ ଝଟକା। ଦୁଇଥର ଅଲିମ୍ପିକ୍ ପଦକ ବିଜେତା ଏବଂ ଭାରତର ଷ୍ଟାର ଜାଭେଲିନ୍ ଥ୍ରୋୟର ନୀରଜ ଚୋପ୍ରା ଜାପାନର ଆଇଚି-ନାଗୋୟାରେ ହେବାକୁ ଥିବା ୨୦୨୬ ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିପାରିବେ ନାହିଁ। ନୀରଜ ଆଘାତ ଯୋଗୁଁଁ ୨୦୨୬ ସିଜିନର ବାକି ଖେଳରୁ ବାଦ ପଡ଼ିଛନ୍ତି। ନୀରଜ ନିଜେ ସୋସିଆଲ ମିଡିଆରେ ଏକ ଭାବୁକ ପୋଷ୍ଟ କରିଛନ୍ତି । ନୀରଜ ଚୋପ୍ରା ନିକଟରେ ଲୁସାନେ ଡାଏମଣ୍ଡ ଲିଗରେ ୮୮.୦୫ ମିଟରର ଥ୍ରୋ କରି ଚଳିତ ସିଜନର ନିଜର […] The post ଆଘାତ ଯୋଗୁଁଁ ଏସୀୟ କ୍ରୀଡ଼ାରୁ ବାଦ ପଡ଼ିଲେ…

ନୟାଗଡ଼,(ଓଡ଼ିଶା ଦର୍ପଣ): ସ୍ଥାନୀୟ ଏନଏସି ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ‘ଜାତୀୟ କ୍ରୀଡ଼ା ଦିବସ’ ଅତ୍ୟନ୍ତ ଉତ୍ସାହର ସହ ପାଳିତ ହୋଇଯାଇଛି। ଭାରତୀୟ ହକିର ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀ ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି କରିବା ଏବଂ ସୁସ୍ଥ ଶରୀର ପାଇଁ ଶାରୀରିକ ଶିକ୍ଷାର ମହତ୍ତ୍ୱ ବାର୍ତ୍ତା ପ୍ରଚାର କରିବା।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ଖଣ୍ଡାଙ୍କ…

ବଲିଉଡର ଜଣାଶୁଣା ଅଭିନେତା ଇମ୍ରାନ ହାସମୀ ସ୍ୱାଇନ୍ ଫ୍ଲୁ (H1N1) ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଗତ କିଛି ଦିନ ହେବ ସେ ଅସୁସ୍ଥ ଅନୁଭବ କରୁଥିଲେ। ନିକଟରେ ରାଞ୍ଚି ଗସ୍ତ ପରେ ତାଙ୍କର ଏହି ପରୀକ୍ଷା ରିପୋର୍ଟ ପଜିଟିଭ୍ ଆସିଛି।ଡାକ୍ତରମାନେ ତାଙ୍କୁ ବିଶ୍ରାମ ନେବାକୁ ଏବଂ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି । ଅସୁସ୍ଥତା କାରଣରୁ ଇମ୍ରାନ ତାଙ୍କର ନିର୍ଦ୍ଧାରିତ ବେଙ୍ଗାଲୁରୁ ଗସ୍ତକୁ ବାତିଲ କରିଛନ୍ତି। ସେଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାର ଥିଲେ ମଧ୍ୟ […]…

ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି । ପୋଲିସ ସଂସ୍କାର ପାଇଁ ପ୍ରତ୍ୟେକ ପ୍ରସ୍ତାବ ଓ ଗୁରୁତ୍ଵପୂର୍ଣ୍ଣ ଦିଗକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱର ସହ ନେବା ସହିତ ଏଗୁଡ଼ିକର ସଫଳ କାର୍ଯ୍ୟକାରିତା ପାଇଁ ସରକାର ସମସ୍ତ ସାଧନ, ଅନୁଦାନ ଓ ପ୍ରଶାସନିକ ସହଯୋଗ […] The…

ଆସନ୍ତା ସୋମବାର ଅଗଷ୍ଟ ୩୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । The post ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ…

ଦିନକୁ ଦିନ ଗମ୍ଭୀର ହେଉଛି ଜଳବାୟୁ ପରିବର୍ତ୍ତନର ପ୍ରଭାବ । ଓଡ଼ିଶାରେ ବଢ଼ୁଥିବା ସାମୁଦ୍ରିକ ତଟ କ୍ଷୟ ଏବେ ସରକାରଙ୍କ ପାଇଁ ବଡ଼ ଚିନ୍ତାର କାରଣ ପାଲଟିଛି । ସମୁଦ୍ର ଧୀରେ ଧୀରେ କୂଳ ଖାଉଥିବାରୁ ଉପକୂଳବର୍ତ୍ତୀ ଅଞ୍ଚଳର ଭିତ୍ତିଭୂମି ଓ ଲୋକଙ୍କ ସୁରକ୍ଷା ପ୍ରତି ବିପଦ ବଢ଼ିବାର ଆଶଙ୍କା ରହିଛି ।। ୬ ଉପକୂଳ ଜିଲ୍ଲାରେ ଖର୍ଚ୍ଚ ହେବ ୨ ହଜାରରୁ ଅଢେଇ ହଜାର କୋଟି । ଖୋଳାଯିବ ନଦୀ ମୁହାଣ, କଢ଼ାଯିବ ପଟୁ । […] The post ସମୁଦ୍ର କ୍ଷୟ ରୋକିବାକୁ ଓଡ଼ିଶାରେ କର୍ଣ୍ଣାଟକ ମଡେଲ୍,୬ ଉପକୂଳ…

ନେପାଳରେ ଆକସ୍ମିକ ବନ୍ୟା ପରେ ଭୟାବହ ସ୍ଥିତି । ବନ୍ୟାରେ ବହିଯାଇଥିବା ଶବ ନଦୀ ପଥରେ ଭାସି ଭାସି ଭାରତରେ ପହଞ୍ଚୁଛି । ନେପାଳରୁ ପ୍ରାୟ ୨୦୦ କିଲୋମିଟର ନଦୀ ପଥ ଅତିକ୍ରମ କରି ଉତ୍ତର ପ୍ରଦେଶର ବିଭିନ୍ନ ଅଞ୍ଚଳରେ ଶବ ମିଳୁଥିବା ଜଣାପଡ଼ିଛି । ଏବେ ସୁଦ୍ଧା ଉତ୍ତର ପ୍ରଦେଶର ମହାରାଜଗଞ୍ଜ ଓ କୁଶୀନଗର ଜିଲ୍ଲା ଦେଇ ପ୍ରବାହିତ ଗଣ୍ଡକ ନଦୀରୁ ୭ଟି ଅଜ୍ଞାତ ଶବ ଉଦ୍ଧାର ହୋଇଛି। ଉଦ୍ଧାର ହୋଇଥିବା ଶବଗୁଡ଼ିକୁ ଚିହ୍ନଟ ପର୍ଯ୍ୟନ୍ତ […] The post ନେପାଳରୁ ଭାସି ଭାରତୀୟ ନଦୀରେ ପହଞ୍ଚୁଛି…

ନେପାଳରେ ଭୟଙ୍କର ବନ୍ୟା ବେଳେ ମାତିଛନ୍ତି ଲୁଟେରା । ଭାସି ଆସିଥିବା ଏକ ଟ୍ରେଜେରୀରୁ ଲୁଟିଛନ୍ତି ୯୨ ଲକ୍ଷ ଟଙ୍କା । ସଶସ୍ତ୍ର ପୋଲିସ ବଳ (ଏପିଏଫ୍) ଏବଂ ନେପାଳ ପୋଲିସର ଏକ ମିଳିତ ଟିମ୍ ତଲାସି ଓ ପାଟ୍ରୋଲିଂ ସମୟରେ ଏହି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲେ। ପୋଲିସ ସେମାନଙ୍କ ନିକଟରୁ ୯୨ ଲକ୍ଷ ୬୮ ହଜାର ୫୦୫ ନେପାଳୀ ଟଙ୍କା ଜବତ କରିଛି।ଖବର ମୁତାବକ, ରସୁୱା ଜିଲ୍ଲାର ଭୋଟେକୋଶୀରେ ଆସିଥିବା ବନ୍ୟା ପାଣିରେ ଏକ ବ୍ୟାଙ୍କ […] The post ନେପାଳ ପ୍ରଳୟଙ୍କରୀ ବନ୍ୟା: ଭାସିଆସିଥିବା…

ଆସନ୍ତା ନଭେମ୍ବର ୨୪ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଅନୁଷ୍ଠିତ ହେବ । ଉପର ପଡ଼ିଆରେ ବାଲିଯାତ୍ରାର ଆୟୋଜନ କରିବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆ ଯାଇଥିବା କଟକ ଜିଲ୍ଲା ପ୍ରଶାସନ ସୂଚନା ଦେଇଛି। ଚଳିତ ବର୍ଷ ଉଭୟ ପଡ଼ିଆରେ ବାଲିଯାତ୍ରା ଆୟୋଜନ କରିବା ପାଇଁ ଉଦ୍ୟମ କରାଯାଉଛି ବୋଲି କହିଛନ୍ତି ଜିଲ୍ଲାପାଳ।ଏଥର ବାଲିଯାତ୍ରାରେ ମିଳିବନି ଦୋଳିର ମଜା । ଲାଗିବନି ବିପଦଜ୍ଜନକ ଦୋଳି । “ହାମର’ ଦୋଳି ଓ “ସିଙ୍ଗଲ ଟାୱାର” ଦୋଳି […] The post ଏଥର କଟକ…

ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା । ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିଷ୍ପତ୍ତି ନେଇଛି । ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ବି ଦେବେ ଇଣ୍ଟରନାଲ ପରୀକ୍ଷା । ଥରେ ଇଣ୍ଟରନାଲ ପରୀକ୍ଷା ଦେଲେ ୩ ବର୍ଷ ପାଇଁ ରଖିଥିବା ମାର୍କ ବୈଧ ରହିବ । ୩ ବର୍ଷ ଭିତରେ କୃତକାର୍ଯ୍ୟ ନହେଲେ ପୁଣି ଥରେ ଇଣ୍ଟରନାଲ ପରୀକ୍ଷା ଦେବେ । ସିଏଚଏସଇ ସିଲାବସ କମିଟି ମିଟିଂରେ ନୂଆ […] The post ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ ମିଳିଥିବାବେଳେ ଆହୁରି ଅନେକ ହଜାର ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି।୩,୭୦୦ରୁ ଅଧିକ ଲୋକଙ୍କୁ ଏପର୍ଯ୍ୟନ୍ତ ଉଦ୍ଧାର କରାଯାଇଛି । ହଜାର ହଜାର ସୁରକ୍ଷାକର୍ମୀ ଉଦ୍ଧାର ଓ ସନ୍ଧାନ ଅଭିଯାନରେ ନିୟୋଜିତ ଅଛନ୍ତି । ତେବେ ସ୍ଥିତି ଏଭଳି ହେଲାଣି ଯେ, ମୃତଦେହଗୁଡ଼ିକୁ ରଖିବାକୁ ପର୍ଯ୍ୟାପ୍ତ…

ଓଡ଼ିଶାର ସମସ୍ତ ବିଜେପି ସାଂସଦମାନଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । MMDR ବିଲକୁ ନେଇ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା । ଚିଠି ଲେଖି ସେ କହିଛନ୍ତି ଯେ, ସଂଶୋଧନ ବିଲ ରାଜ୍ୟ ସରକାରଙ୍କ କ୍ଷମତା ଛଡାଇ ନେଉଛି । ସାଂସଦମାନେ ଚ୍ୟାଲେଞ୍ଜ କରନ୍ତୁ, ପ୍ରତ୍ୟାହାର ଦାବି କରନ୍ତୁ । ଅନ୍ୟାୟ ବିରୋଧରେ ସ୍ୱର ଉତ୍ତୋଳନ କରନ୍ତୁ । ଇତିହାସ ସେମାନଙ୍କୁ ମନେ ରଖିବ । ବିବେକର ଡାକକୁ ଶୁଣନ୍ତୁ, […] The post MMDR ବିଲକୁ ନେଇ ବିଜେପି ସାଂସଦଙ୍କୁ ଚିଠି ଲେଖିଲେ ନବୀନ…

ବିଶ୍ୱର ସବୁଠାରୁ ବଡ଼ ତୈଳ ଡିଲ୍କୁ ନେଇ ଚର୍ଚ୍ଚା । ଭେନେଜୁଏଲାର ୬୫ ବିଲିୟନ୍ ବ୍ୟାରେଲ୍ରୁ ଅଧିକ ପ୍ରମାଣିତ ତୈଳ ଭଣ୍ଡାର ଉପରେ ଆମେରିକାର ନିୟନ୍ତ୍ରଣ ବଢ଼ିବାକୁ ଯାଉଥିବା ନେଇ ଘୋଷଣା କରିଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।ସୋସିଆଲ ମିଡିଆ ପୋଷ୍ଟରେ ଏମିତି ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି । ସେ କହିଛନ୍ତି ଯେ, ଏହି ଚୁକ୍ତିନାମା ଅଶୋଧିତ ତୈଳ ପାଇଁ ଆମେରିକାର ଉପଲବ୍ଧତା, ଯୋଗାଣ ବୃଦ୍ଧି କରିବ ଏବଂ ଶେଷରେ ପେଟ୍ରୋଲ୍ ମୂଲ୍ୟ ହ୍ରାସ […] The post…

ଓଡ଼ିଶାରେ ସ୍କ୍ରବ ଟାଇଫସ୍ ଆତଙ୍କ । ସଂକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା । ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକର ପବିତ୍ରପୁର ପଞ୍ଚାୟତରେ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ମୃତ ବ୍ୟକ୍ତି ଜଣକ ସୁମନ୍ତ ସେଠୀ ବୋଲି ଜଣାପଡ଼ିଛି ।ପ୍ରାରମ୍ଭରେ ତାଙ୍କର ଜ୍ୱର, ମୁଣ୍ଡବିନ୍ଧା ଏବଂ ଦେହହାତ ବିନ୍ଧିବା ଭଳି ଲକ୍ଷଣ ଦେଖାଦେଇଥିଲା । ପରବର୍ତ୍ତୀ ସମୟରେ ପରୀକ୍ଷା ପରେ ଜଣାପଡ଼ିଥିଲା ଯେ ସେ ସଂକ୍ରମିତ […] The post ଅନୁଗୁଳ…

ରାୟଗଡ଼ –ରାୟଗଡ ଜିଲ୍ଲାର ଜଣେ ଜନନାୟକ ଙ୍କ ପରଲୋକ ରେ ଶୋକର ଛାୟା ଖେଳିଯାଇଛି l ସାଧାରଣ ଜନତାଙ୍କ ମଧ୍ୟରେ ଏଭଳି ବିବ୍ରତ ହୋଇ ମର୍ମହାତ ହେଵା ରାୟଗଡରେ ପୂର୍ବରୁ କେବେ କାହାର ମୁର୍ତ୍ୟୁରେ ଦେଖା ଦେଇନଥିଲା l ସବୁ ଜାତି ସବୁ ସମ୍ପ୍ରଦାୟ ଦୁଃଖରେ ଭାଙ୍ଗି ପଡ଼ିଥିଲେ l ଯାହାକି କୋଣ୍ଡା ବାବୁ ଭଳି ଜଣେ ଜନନାୟକ ଙ୍କ ମୁର୍ତ୍ୟୁ ପରେ ଦେଖିବାକୁ ମିଳିଛି l ଏମିତିକି ହଜାର ହଜାର ଲୋକ ଙ୍କ ଆଖି ଲୁହରେ […] The post ଜନନାୟକ କୋଣ୍ଡାବାବୁ ଙ୍କ ମୁର୍ତ୍ୟୁ ସମଗ୍ର ଜିଲ୍ଲାରେ ଶୋକର ଛାୟା first…

ଆଜି ଜାତୀୟ କ୍ରୀଡ଼ା ଦିବସ । ଏହା ସହିତ ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ପୂଣ୍ୟ ଜନ୍ମତିଥି । ଅଲିମ୍ପକ୍ସରେ ହକି ପ୍ରତି ଧ୍ୟାନଚାନ୍ଦଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସେ ଅନେକଙ୍କ ପାଇଁ ପ୍ରେରଣା ଥିଲେ । ହକିରେ ଚମତ୍କାର ପ୍ରଦର୍ଶନ ବଳରେ ଭାରତକୁ ବିଶ୍ବ ଦରବାରରେ ସ୍ବତନ୍ତ୍ର ସ୍ଥାନ ଦେଇଥିଲେ । ଭାରତକୁ ଏକ ପ୍ରମୁଖ କ୍ରୀଡ଼ା ଶକ୍ତି ଭାବେ ଉଭା କରିଥିଲେ । ଆଜି ସେହି ମହାନ ହକି କିମ୍ବଦନ୍ତୀଙ୍କ ଜନ୍ମ ଦିବସ […] The post ଆଜି ଜାତୀୟ କ୍ରୀଡା ଦିବସ first appeared on…

କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍:ଏ ଜର୍ଣ୍ଣି ଅଫ୍ ଲଭ୍’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ ହାଉସ୍ ଇଣ୍ଡିଆ ସ୍ପଷ୍ଟ ଭାବେ ଖଣ୍ଡନ କରିଛି। ସମ୍ପାଦକୀୟ ପରିବର୍ତ୍ତନକୁ ଲେଖିକା ଗ୍ରହଣ ନ କରିବାରୁ ପ୍ରକାଶକ ବହି ପ୍ରକାଶନରୁ ଓହରି ଯାଇଥିବା ନେଇ ଚର୍ଚ୍ଚା ହେଉଥିଲା, ତାହା ସମ୍ପୂର୍ଣ୍ଣ ଭୁଲ୍ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି। ପେଙ୍ଗୁଇନ ଇଣ୍ଡିଆ ସ୍ପଷ୍ଟ କରିଛି ଯେ ସେମାନେ ଭାରତରେ ଏହି ପୁସ୍ତକର…

ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି। ଆଗାମୀ ୪୮ ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଗତି କରିବ ବୋଲି ଆକଳନ କରାଯାଉଛି। ଏହା ପ୍ରଭାବରେ ଆସନ୍ତା ୬ଦିନ ଅର୍ଥାତ୍ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।। ଆଜି ସକାଳ…

ମେଷଆଜିର ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ। ବୃଷଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ।ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ…

ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟରେ ଖାଦ୍ୟର ଗୁଣବତ୍ତା ଓ ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ କରାଯାଉଛି । ଖାଦ୍ୟ ସୁରକ୍ଷା କମିଶନର ଡ଼ ପୋମା ଟୁଡୁଙ୍କ ତତ୍ୱାବଧାନରେ ଏହି ଅଭିଯାନରେ ରାଜ୍ୟର ବିଭିନ୍ନ ଜିଲ୍ଲା, ଉପଖଣ୍ଡ, ପୌରାଞ୍ଚଳ ଆଦି ଅଞ୍ଚଳରେ ଖାଦ୍ୟ ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକରେ ଯାଞ୍ଚ କରାଯାଇ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ଗୁଡିକ ନଷ୍ଟ କରାଯାଉଛି । ଏପର୍ଯ୍ୟନ୍ତ ଅଭିଯାନରେ ମୋଟ ୩,୬୦୫ କିଲୋଗ୍ରାମ […] The…

ଜାହାଜ ଏମଭି ଓସେନ୍ ଓ୍ବିନର ବୁଡ଼ିବା ଘଟଣାରେ ଉଦ୍ଧାର ହୋଇଥିବା ୨ କ୍ରୁ ସଦସ୍ୟଙ୍କ ଠାରୁ ମିଳିଛି ବଡ଼ ସୂଚନା। ଭାଷା ଅନୁବାଦକଙ୍କ ମାଧ୍ୟମରେ ଅଧିକାରୀଙ୍କ ସାମ୍ନାରେ ବଡ଼ ଖୁଲାସା କରିଛନ୍ତି ଏହି କ୍ରୁ ସଦସ୍ୟ। ମିଳିଥିବା ସୂଚନା ଅନୁସାରେ, ଏହି ୨ କ୍ରୁ ମେମ୍ବର ଭାଷା ଅନୁବାଦକଙ୍କ ମାଧ୍ୟମରେ କହିଛନ୍ତି ଯେ, ଜାହାଜରେ ୨୪ କ୍ରୁ ମେମ୍ବର ଥିଲେ। ଜାହାଜଟି ପାରାଦୀପ ଠାରୁ ୨୩୦ ନଟିକାଲ ମାଇଲ ଦୂରରେ ହଠାତ୍ ବୁଡ଼ିବା ଆରମ୍ଭ କରିଥିଲା। ବୁଡ଼ିବାର […] The post ଗଭୀର ସମୁଦ୍ରରେ କେମିତି…

କଲେଜ କ୍ୟାଣ୍ଟିନ୍ରେ ପୁରି, ବରା, ଆଳୁଚପ୍ ମନା । ରନ୍ଧନ ତେଲ ବ୍ୟବହାର କମାଇବାକୁ କଲେଜ କ୍ୟାଣ୍ଟିନ୍ ଓ ହଷ୍ଟେଲକୁ ପରାମର୍ଶ ଦିଆଯାଇଛି । କ୍ୟାଣ୍ଟିନ୍ରେ ପ୍ରାୟତଃ ଗୋଟିଏ ତେଲକୁ ବାରମ୍ବାର ଗରମ କରି ବ୍ୟବହାର କରାଯାଉଥିବାରୁ ଏହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।ଏନେଇ ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଦିଆଯାଇଛି । ପ୍ରଧାନମନ୍ତ୍ରୀଙ୍କ ଅପିଲ ମାନିବା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ଖାଦ୍ୟ ପ୍ରସ୍ତୁତି ସମୟରେ […] The post…

୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପାଟଣା ତହସିଲର କନିଷ୍ଠ ରାଜସ୍ୱ ସହାୟକ । ଜମି ମ୍ୟୁଟେସନ୍ ଫାଇଲ୍ ଆଗକୁ ବଢ଼ାଇବା ଏବଂ ଜମି ପଟ୍ଟା ଯୋଗାଇ ଦେବା ପାଇଁ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କେନ୍ଦୁଝର ଜିଲ୍ଲା ପାଟଣା ତହସିଲ କାର୍ଯ୍ୟାଳୟର କନିଷ୍ଠ ରାଜସ୍ୱ ସହାୟକ (JRA) ବି.ଏଚ୍ ଉମାଶଙ୍କର । ସୂଚନାମୁତାବକ କେନ୍ଦୁଝର ଭିଜିଲାନ୍ସ ଡିଏସ୍ପି ସୁଧାଂଶୁ ଶେଖର ପୂଜାରୀଙ୍କ ନେତୃତ୍ୱରେ ଏକ ଟିମ୍ ପାଟଣା […] The post ୬ ହଜାର ଲାଞ୍ଚ…

ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ନେପାଳକୁ ଯେକୌଣସି ପ୍ରକାରର ସାହାଯ୍ୟ ଆବଶ୍ୟକ ହେଲେ ଆମେରିକା ତାହା ଯୋଗାଇବାକୁ ପ୍ରସ୍ତୁତ।ମଜବୁତ୍ କୋଠାବାଡ଼ିଗୁଡ଼ିକ ତାସ ଘର ପରି ଭାଙ୍ଗି ପଡ଼ିଛି, ଏଭଳି ଭୟଙ୍କର ଦୃଶ୍ୟ ପୂର୍ବରୁ କେବେ ଦେଖିବାକୁ ମିଳିନଥିଲା ।” ଅନ୍ୟପଟେ ଆମେରିକା ବୈଦେଶିକ ବିଭାଗ ନେପାଳର…

ନେପାଳରେ ଆସିଥିବା ବିନାଶକାରୀ ବନ୍ୟାର ବିଭିନ୍ନ ହୃଦୟ ବିଦାରକ ଚିତ୍ର ସାମ୍ନାକୁ ଆସିଛି । ଏହି ଭିଡିଓରେ ବନ୍ୟା ଜଳରେ ଭାସି ଆସିଥିବା ମୃତଦେହରୁ ଅଳଙ୍କାର ଚୋରି ହେଉଥିବାର ଭାଇରଲ୍ ହେଉଛି । ଭିଡିଓ ଭାଇରଲ ହେବା ପରେ ନେପାଳ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ଏଭଳି ଅମାନବୀୟ କାର୍ଯ୍ୟ କରୁଥିବା ଲୋକଙ୍କୁ ଗିରଫ କରିଛି । ନେପାଳ ପୋଲିସ ହେଡକ୍ୱାର୍ଟର ପକ୍ଷରୁ ଏକ୍ସରେ ପୋଷ୍ଟ କରି ସୂଚନା ଦିଆଯାଇଛି ।ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ […] The post ନେପାଳ ବନ୍ୟାରେ…

ତୀବ୍ର ହେବାରେ ଲାଗିଛି ସୁନ୍ଦରଗଡବିଜେପି ରାଜନୀତି | ସର୍କିଟ୍ ହାଉସ୍ରୁ ବନ୍ଧୁକ ଓ ଗୁଳି ସହ ପେସାଦାର ଅପରାଧୀ ଗିରଫ ଘଟଣାରେ ସମ୍ପୃକ୍ତ ଥିବା ନିଲମ୍ବିତ ବିଜେପି ଯୁବନେତା ତଥା ସୁନ୍ଦରଗଡ଼ ସାଂସଦଙ୍କ ରାଉରକେଲା ମହାନଗର ନିଗମ ପ୍ରତିନିଧି ପ୍ରକାଶ ପାଶୱାନଙ୍କୁ ଗିରଫ କରାଯାଇଛି | ଏହାକୁ ନେଇ ରାଉରକେଲା ସହରରେ ଚର୍ଚ୍ଚା ଜୋର ଧରିଥିବାବେଳେ ଆଜି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ନିଜ ଦଳର କିଛି ନେତାଙ୍କ ଉପରେ ଦୋଷ ଲଦିଛନ୍ତି | ସେ ଖୋଲା […] The post ଅପଦସ୍ଥ କଲେ ଜାଳି ଶେଷ…

ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର ସୁଭଦ୍ରା ମେଳାରେ ରାଜ୍ୟର ୧ କୋଟି ୩ ଲକ୍ଷ ୨୬ହଜାର ୧୬୨ ହିତାଧିକାରୀଙ୍କୁ ୫ ହଜାର କୋଟିରୁ ଅଧିକ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏଥିରେ ନୟାଗଡ଼ ଜିଲାର ୨ଲକ୍ଷ ୩୩ହଜାର ୫୮୫ ହିତାଧିକାରୀ ଅଛନ୍ତି। ଏ ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲା ସୁଭଦ୍ରା ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି।ଯେଉଁ…

ଯେଉଁ ଭିସା ରିଜେକ୍ସନ୍ ଦିନେ ଦୁଃଖ ଦେଇଥିଲା, ଆଜି ସେହି ଭିସା ରିଜେକ୍ସନ୍ ହିଁ ଜୀବନ ବଞ୍ଚାଇଦେଲା। କୈଳାସ ମାନସରୋବର ଯାତ୍ରା ପାଇଁ ଚୀନ୍ ଭିସା ନମିଳିବାରୁ ନେପାଳ ଯାଇପାରିନଥିଲେ ପଶ୍ଚିମବଙ୍ଗର ୬୧ ବର୍ଷୀୟ ତପତୀ ସିଂହ। ଏବେ ତାଙ୍କ ସହ ଯାତ୍ରା କରିବାକୁ ଥିବା ୩୨ ଜଣଙ୍କ ପତ୍ତା ମିଳୁନାହିଁ।ଭିଜା ନାମଞ୍ଜୁର ହେବା ପରେ ମନଦୁଃଖରେ ସେ ଲଦାଖ ଭ୍ରମଣରେ ଚାଲିଯାଇଥିଲେ। ଗୁରୁବାର ସାରେ ଲଦାଖ ଗସ୍ତ କାଟଛାଣ୍ଟ କରି ଦିଲ୍ଲୀ ଦେଇ କୋଲକାତା ଫେରୁଥିବା […] The post ଦୁଃଖ ଦେଇଥିଲା ଭିସା…

ରେଭେନ୍ସାବିଶ୍ବବିଦ୍ୟାଳୟରେ ଅଧ୍ୟାପକ ମହଲରେ ସୃଷ୍ଟି ହୋଇଥିବା ବିବାଦ ଓ ଅସନ୍ତୋଷ ଘନେଇବାରେ ଲାଗିଛି। ଶିକ୍ଷକ ସଂଘ (ରୁଟା)ର ୮୦ରୁ ଅଧିକ ଅଧ୍ୟାପକ ଆଜି ସମୂହ ଛୁଟିରେ ଯିବା ସହିତ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ସାମୂହିକ କ୍ଷୋଭ ଓ ନିଜ ଦାବି ପ୍ରତି ଦୃଢ଼ ସଂକଳ୍ପର ପରିପ୍ରକାଶ ସ୍ୱରୂପ ଏହି ଆନ୍ଦୋଳନ କରିବେ । ରକ୍ଷାବନ୍ଧନ ଅବସରରେ ଶିକ୍ଷକମାନେ କଳା ବ୍ୟାଜ୍ ପିନ୍ଧି ନିଜର ଏକତା ଓ ପ୍ରତିବାଦ ଜାହିର କରିବେ। ରେଭେନ୍ସାରେ ଚଳିତ ମାସ […] The post ରେଭେନ୍ସା…

ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି।ଏହି ଦୁର୍ଘଟଣାରେ ଜଣେ ପାଇଲଟ ଓ କୋ-ପାଇଲଟଙ୍କ ମୃତ୍ୟୁ ହୋଇଛି । କାନପୁରସ୍ଥିତ ଗଙ୍ଗା ବ୍ୟାରେଜ୍ ନିକଟବର୍ତ୍ତୀ ନତ୍ ଥୁ ପୁରୱା ଗାଁ ନିକଟରେ ଏହି ପ୍ରଶିକ୍ଷଣ ବିମାନଟି ତଳକୁ ଖସିପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବିମାନରେ ଦୁଇଜଣଙ୍କ ମଧ୍ୟରୁ ଜଣେ ପାଇଲଟ୍ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଅନ୍ୟ ଜଣେ ଚିକିତ୍ସାଧୀନ ଅବସ୍ଥାରେ […] The post…

ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାର ଶିଶୁ ଏବଂ କିଶୋରମାନଙ୍କ ସୁରକ୍ଷା ସହିତ ଜଡିତ ଏକ ବଡ଼ ମାମଲା ସମାପ୍ତ କରିବା ପାଇଁ ଏକ ସମାଧାନରେ ପହଞ୍ଚିଛି । ମେଟା ଏହି ମାମଲାରେ ପ୍ରାୟ ୧୭ ବିଲିୟନ ଡଲାର ଦେବା ସହ ପିଲାଙ୍କ ପାଇଁ ଏହାର ଆପ୍ସରେ ଅନେକ ପରିବର୍ତ୍ତନ କରିବ । ସେଥିପାଇଁ ଫେସବୁକ୍ ଓ […] The post ପିଲାଙ୍କ ପାଇଁ ରାତିରେ ସୋସିଆଲ୍…

ସବୁ ରେକର୍ଡ ଭାଙ୍ଗିଲା ସୁନାଦର!୨ ଲକ୍ଷ ମୁହାଁ ୨୪ କ୍ୟାରେଟ୍ ସୁନାଦର। ଦେଢ଼ ଲକ୍ଷ ବି ଟପି ସାରିଛି ୨୨ କ୍ୟାରେଟ୍ ଗୋଲ୍ଡ। ଲଗାତର ହ୍ରାସ ଓ ବୃଦ୍ଧି ଭିତରେ ପୁଣି ଥରେ ଲଙ୍ଗଜମ୍ପ ମାରିଛି ସୁନାଦର। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୨,୯୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୯,୪୦୦ ଟଙ୍କା ଛୁଇଁଛି ।ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା […] The post ସବୁ ରେକର୍ଡ ଭାଙ୍ଗିଲା ସୁନାଦର! ଅହେତୁକ ଭାବେ ବୃଦ୍ଧି ପାଇଛି…

ମଝି ସମୁଦ୍ରରେ ଜାହାଜ ସହିତ ଘଟିଲା କଣ? କାହିଁକି ବୁଡ଼ିଗଲା MV Ocean Winner? ଖୋଲିବ ଜାହାଜ ବୁଡ଼ି ଗୁମର। ବଙ୍ଗୋପସାଗରରେ MV Ocean Winner ବୁଡ଼ିବା ଘଟଣାରେ ଆସିଛି ବଡ଼ ଖବର। ଜାହାଜରୁ ଉଦ୍ଧାର ହୋଇଥିବା ୨ ଚାଇନିଜ୍ କ୍ରୁ ସଦସ୍ୟଙ୍କୁ ପାରାଦୀପ ଆସୁଛନ୍ତି । ଇମିଗ୍ରେସନ ବିଭାଗର ଯାଞ୍ଚ ପରେ ଜାହାଜ ଏଜେଣ୍ଟଙ୍କୁ ହସ୍ତାନ୍ତର ହେବେ ଏହି ଦୁଇ କ୍ରିୟୁ ସଦସ୍ୟ। ଉଭୟ ସଦସ୍ୟ ସୁସ୍ଥ ଥିବା ସୂଚନା ମିଳିଛି।ପାରାଦୀପ ବନ୍ଦରଠୁ ପ୍ରାୟ ୪୭୦ […] The post ଓସେନ୍ ୱିନର୍ ଜାହାଜ ବୁଡ଼ି ଘଟଣା,…

ଯାତ୍ରା ଚାଲିଥିବା ବେଳେ ଘଟିଛି ଅଘଟଣ। ମଞ୍ଚରେ ନାଟକ ପରିବେଷଣ କରୁଥିବା ସମୟରେ ଆହତ ହୋଇଛନ୍ତି ଯାତ୍ରା ଅଭିନେତା ପିୟୁଷ ତ୍ରୀପାଠୀ। ମଞ୍ଚ ଉପରେ ପଡ଼ିଯିବାରୁ ତାଙ୍କୁ ଆଘାତ ଲାଗିଛି।ସୂଚନା ଅନୁସାରେ, ବୁଧବାର ଦେବଗଡ଼ ଜିଲ୍ଲା ବାସୁପାଲି ଗାଁରେ ‘ସିଂହବାହିନୀ ଯାତ୍ରା ପାର୍ଟି’ ପକ୍ଷରୁ ଏଡ଼ା ଯାତ୍ରା ପରିବେଷଣ ଚାଲିଥିଲା । ଏହି ସମୟରେ ଅଭିନେତା ପୀୟୁଷ ତ୍ରିପାଠୀ ଅଚାନକ ମଞ୍ଚରେ ପଡ଼ିଯାଇଥିଲେ । ଫଳରେ ସେ ଆହତ ହୋଇଥିଲେ । ତାଙ୍କ ମୁଣ୍ଡ ଓ କାନା […] The post ସିଂହବାହିନୀରେ ନାଟକ…

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ।ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ତେବେ ଶ୍ରୀମନ୍ଦିରରେ ଆସନ୍ତାକାଲି ଶ୍ରାବଣ ପୂର୍ଣ୍ଣିମାରେ ରକ୍ଷା ବନ୍ଧନ ପାଳନ ହେବ । […] The post ଆଜି ପବିତ୍ର ରାକ୍ଷୀ…

ନେପାଳରୁ ସୁରକ୍ଷିତ ଭାବେ ଭାରତ ଫେରିଲେ ପୁରୀର ୩ ଜଣ । ନେପାଳରେ ବନ୍ୟା ଓ ବିପର୍ଯ୍ୟୟ ପରିସ୍ଥିତି ମଧ୍ୟରେ ଫସିଥିବା ପୁରୀର ୩ ଜଣ ନାଗରିକ ଶେଷରେ ସୁରକ୍ଷିତ ଭାବେ ଭାରତରେ ପ୍ରବେଶ କରିଛନ୍ତି । ସୂଚନା ଅନୁସାରେ, ଏହି ୩ ଜଣ ନେପାଳର କପିଳବସ୍ତୁ ଚେକ୍ ପୋଷ୍ଟ ଦେଇ ସୀମା ପାର୍ କରିଛନ୍ତି । ପରେ ସେମାନେ ଭାରତର ରକ୍ସୌଲ ଚେକ୍ ପୋଷ୍ଟରେ ପ୍ରବେଶ କରିଥିବା ଜଣାପଡ଼ିଛି ।ନେପାଳରେ ପ୍ରକୃତି ଦେଖାଇଛି ତା’ର କରାଳ […] The post ନେପାଳରେ ଜଳ ବିଭୀଷିକା । ନେପାଳରୁ ସୁରକ୍ଷିତ ଫେରିଲେ ପୁରୀର…

ମେଷଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି। ବୃଷଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।…

ଗ୍ୟାସ୍ ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏଲପିଜି ଗ୍ୟାସ୍ ସଂଯୋଗରେ e-KYC କରିବାର ସମୟସୀମା ଶେଷ ହୋଇସାରିଛି। ତେଲ କମ୍ପାନୀ ଏବଂ ପେଟ୍ରୋଲିୟମ ମନ୍ତ୍ରାଳୟ ପକ୍ଷରୁ LPG ଉପଭୋକ୍ତାମାନଙ୍କ ପାଇଁ e-KYC କରିବାର ଶେଷ ତାରିଖ ୩୧ ଅଗଷ୍ଟ ସ୍ଥିର କରାଯାଇଛି। ଯଦି ଆପଣ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଏହି କାମ ପୂରଣ ନକରନ୍ତି, ତେବେ ଆପଣଙ୍କ ଗ୍ୟାସ କନେକ୍ସନର ସେବା ପ୍ରଭାବିତ ହୋଇପାରେ ଏବଂ ନୂଆ ସିଲିଣ୍ଡର […] The post e-KYC ଡେଡଲାଇନ୍ ଶେଷ : କ’ଣ…

ଓଡ଼ିଶା ଭିଜିଲାନ୍ସ ଆଜି (ବୁଧବାର) ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକ ଅନ୍ତର୍ଗତ ଲଇଡ଼ା ଗ୍ରାମର ଦୂତିକା ସାହୁ କଲେଜର ପୂର୍ବତନ ଇନ୍ ଚାର୍ଜ ପ୍ରିନସିପାଲ ଏବଂ ରାଜନୀତି ବିଜ୍ଞାନର ବର୍ତ୍ତମାନର ଅଧ୍ୟାପକ ଡକ୍ଟର ବସନ୍ତ କୁମାର ନାୟକଙ୍କୁ ଗିରଫ କରିଛି । ଡକ୍ଟର ନାୟକଙ୍କୁ ୨୦୧୯-୨୦ ରୁ ୨୦୨୪-୨୫ ଆର୍ଥିକ ବର୍ଷରେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ୭୩ ଲକ୍ଷ ୪୪ ହଜାର ୯୫୦ ଟଙ୍କା ସରକାରୀ ପାଣ୍ଠିର ଆର୍ଥିକ ହେରଫେର ମାମଲାରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ […] The post ଭିଜିଲାନ୍ସ…

ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ। ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […] The post ଆଜିର ରାଶିଫଳ(୨୩ ଅଗଷ୍ଟ,…

ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା ଜଣାପଡ଼ିଛି। କିନ୍ତୁ ଆଜି କାର୍ଗୋ ଜାହାଜ ସମୁଦ୍ର ମଝିରେ ବୁଡ଼ିଯାଇଥିବା ଖବର ମିଳିଛି ।ମାଲବାହୀ ଜାହାଜ M/V ଓସେନ୍ ୱିନର ଲୁହା ପଥର ନେଇ ଯାଉଥିଲା। ଏଥିରେ ୨୪ ଜଣ କ୍ରୁ ସଦସ୍ୟ ଥିଲାବେଳେ, ସେମାନଙ୍କ ମଧ୍ୟରୁ ଅଧିକାଂଶ ଚୀନ୍ ନାଗରିକ ବୋଲି ସୂଚନା ମିଳିଛି। ଜାହାଜ ଓସେନ ଓ୍ବିନରରେ ପାନାମା […] The post ପାରାଦୀପରୁ ବାହାରିଥିବା ଜାହାଜ…

ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ମାମଲାରେ ପାକିସ୍ତାନରେ ଥିବା ଲସ୍କର-ଇ-ତୋଇବା (LeT) ର ପ୍ରତିଷ୍ଠାତା ହାଫିଜ୍ ସୟିଦ୍ ନାମରେ ସମନ ଜାରି କରିବାକୁ ଜାତୀୟ ଏନଆଇଏର ବିଶେଷ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି । ଜମ୍ମୁ ସ୍ଥିତ ସ୍ୱତନ୍ତ୍ର ଏନ୍ଆଇଏ କୋର୍ଟଙ୍କ ଆଦେଶକ୍ରମେ ଏହି ସମନ ଭାରତର ବୈଦେଶିକ ମନ୍ତ୍ରଣାଳୟ ମାଧ୍ୟମରେ ପାକିସ୍ତାନ ପଠାଯିବ | ଏହି କୋର୍ଟ ସମନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସୟିଦଙ୍କୁ କୋର୍ଟରେ ହାଜର ହେବା ପାଇଁ ଆନୁଷ୍ଠାନିକ ଭାବେ ଏକ ସୁଯୋଗ ଦେବା। ଯଦି […] The post…

ଫିଟନେସ୍ ଟ୍ରାକିଂ ଦୁନିଆରେ ଏବେ କ୍ରାନ୍ତି ଆସିବାକୁ ଯାଉଛି। ଏପର୍ଯ୍ୟନ୍ତ ହାତରେ ସ୍ମାର୍ଟୱାଚ୍ କିମ୍ବା ଫିଟନେସ୍ ବ୍ୟାଣ୍ଡ ପିନ୍ଧିବାର ଯେଉଁ କ୍ରେଜ୍ ରହିଥିଲା, ତାହାକୁ ସମ୍ପୂର୍ଣ୍ଣ ବଦଳାଇ ଦେବାକୁ ଆସୁଛି ଏକ ଭିନ୍ନ ଧରଣର ସ୍ମାର୍ଟ ଗ୍ୟାଜେଟ୍। ଜୋମାଟୋ ଏବଂ ଇଟର୍ନାଲର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ଏକ ନୂଆ ଏବଂ ଆଶ୍ଚର୍ଯ୍ୟଜନକ ଡିଭାଇସ୍ ‘ଟେମ୍ପଲ୍’ (Temple) ଲଞ୍ଚ କରିବାକୁ ଯାଉଛନ୍ତି।Templeକୁ ସାଧାରଣ ସ୍ମାର୍ଟୱାଚ୍ କିମ୍ବା ଫିଟନେସ୍ ବ୍ୟାଣ୍ଡ ଭଳି କେବଳ ହାର୍ଟରେଟ୍,…

ପରିମଳ କର୍ମଚାରୀଙ୍କ ସୁରକ୍ଷା ଓ ସମ୍ମାନକୁ ସରକାରଙ୍କ ଗୁରୁତ୍ୱ । ଗରିମା କର୍ମଶାଳାରେ ଯୋଗଦେଇ ପରିମଳ କର୍ମଚାରୀଙ୍କ ସୁରକ୍ଷା, ସମ୍ମାନ ଓ କଲ୍ୟାଣ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପରିମଳ କ୍ଷେତ୍ରରେ ଏବେ ମେସିନ ଓ ରୋବୋଟିକ୍ସର ବ୍ୟବହାର ହେଉଛି। ଆଗକୁ ଆହୁରି ନୂଆ ମେସିନ ଆସିବ। ‘ମିଶନ ଜିରୋ’ ଲକ୍ଷ୍ୟ ହାସଲ ପାଇଁ ଠିକ୍ ଲୋକଙ୍କ ପାଖରେ ଠିକ୍ ଟେକ୍ନୋଲୋଜି ପହଞ୍ଚାଇବା ସରକାରଙ୍କ ଦାୟିତ୍ୱ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।ଲୋକସେବା ଭବନ କନଭେନସନ୍ ସେଣ୍ଟର ଠାରେ ଗରିମା […]…

କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ ଥଣ୍ଡା ଏବଂ କାଶ ଔଷଧକୁ ନିଷିଦ୍ଧ କରିଛନ୍ତି। ବିଶେଷକରି କ୍ଲୋରଫେନିରାମିନ ମାଲେଏଟ (Chlorpheniramine Maleate) ଏବଂ ଫେନାଇଲେଫ୍ରିନ ହାଇଡ୍ରୋକ୍ଲୋରାଇଡ(Phenylephrine Hydrochloride) ଯୁକ୍ତ ସମସ୍ତ ଫିକ୍ସଡ ଡୋଜ କମ୍ବିନେସନ୍ (FDCs) ନିଷେଧ କରାଯାଇଛି। ଏହି ପଦକ୍ଷେପ ଶିଶୁ ସୁରକ୍ଷା ସମ୍ପର୍କରେ ଚିନ୍ତା ଏବଂ…

୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନଜରରେ ରଖି ରାଜ୍ୟର ପ୍ରମୁଖ ରାଜନେତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯାଉଛି। ରିପୋର୍ଟ ଅନୁସାରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଓ ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀଙ୍କ ସମେତ ପ୍ରାୟ ୫୨ ଜଣ ନେତାଙ୍କୁ ଅତିରିକ୍ତ ସୁରକ୍ଷା କବଚ ଭାବେ ବୁଲେଟ୍ପ୍ରୁଫ୍ ଜାକେଟ୍ ଯୋଗାଇ ଦିଆଯିବ।ପ୍ରତ୍ୟେକ ଜାକେଟ୍ର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ବୋଲି ରିପୋର୍ଟରେ କୁହାଯାଇଛି। ରାଜ୍ୟର ୧୧…

ସହରାଞ୍ଚଳରେ କୃଷି ଜମିକୁ ଅଣକୃଷି କାର୍ଯ୍ୟରେ ବ୍ୟବହାର ପାଇଁ ଏଣିକି ଅଲଗା ଭାବେ ରାଜସ୍ୱ ବିଭାଗର ଅନୁମତି ନେବାକୁ ପଡ଼ିନପାରେ । ଜମି ବ୍ୟବହାର ପରିବର୍ତ୍ତନ ପ୍ରକ୍ରିୟାକୁ ସରଳ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଓଡ଼ିଶା ଭୂ-ସଂସ୍କାର ଆଇନ, ୧୯୬୦ରେ ସଂଶୋଧନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର । ସହରାଞ୍ଚଳରେ ଜମି ମାଲିକଙ୍କୁ ଗୃହ ନିର୍ମାଣ କିମ୍ବା ଲେଆଉଟ ଅନୁମୋଦନ ପାଇଁ ପୌରସଂସ୍ଥା ବା ବିକାଶ କର୍ତ୍ତୃପକ୍ଷଙ୍କ ନିକଟକୁ ଯିବାକୁ ପଡୁଛି […] The post ସହରରେ…

ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିସାରିଲେଣି । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଆହୁରି କହିଛନ୍ତି, ଏହି ପ୍ରକ୍ରିୟାକୁ ସରଳ କରାଯାଇଛି । କୌଣସି ପ୍ରକାରର ବାଧା ନାହିଁ । କାଲି ଗୋଟିଏ ଦିନରେ ୧ ଲକ୍ଷ ୨୦ ହଜାର ଚାଷୀ ପଞ୍ଜୀକରଣ କରିଛନ୍ତି । ଅଗଷ୍ଟ ୩୧ ତାରିଖ ସୁଦ୍ଧା ଚାଷୀମାନେ ପଞ୍ଜୀକରଣ କରିନିଅନ୍ତୁ । ଆବଶ୍ୟକୀୟ ଦସ୍ତାବିଜ ନେଇ ପ୍ୟାକ୍ସ, […] The post ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିସାରିଲେଣି:…

କୋରାପୁଟ ଜିଲ୍ଲାର କୋଟିଆ ଅଞ୍ଚଳର ସୀମାକୁ ଗୁଗୁଲ ମ୍ୟାପ୍ରେ ଭୁଲ ଭାବେ ପ୍ରଦର୍ଶନ କରାଯାଉଥିବା ଅଭିଯୋଗ ଏବେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପରିଣତ ହୋଇଛି। ଡିଜିଟାଲ ମାନଚିତ୍ରରେ କୋଟିଆର ପ୍ରଶାସନିକ ସୀମା ଓ ପରିଚୟ ସଠିକ୍ ଭାବେ ପ୍ରତିଫଳିତ କରିବା ପାଇଁ ରାଜ୍ୟ ସରକାରୀ ସ୍ତରରେ ପ୍ରକ୍ରିୟା ତ୍ୱରାନ୍ୱିତ କରାଯାଇଛି। କୋଟିଆର ଭୁଲ ଚିତ୍ରଣ ନେଇ ପ୍ରଥମେ ଦଣ୍ଡକାରଣ୍ୟ ବିକାଶ ମହାମଞ୍ଚ ଗୁଗୁଲ୍ ଇଣ୍ଡିଆ ଓ ଗୁଗୁଲ ଏଲ୍ଏଲ୍ସିଙ୍କ ନିକଟରେ ଆପତ୍ତି ଜଣାଇଥିଲା । ସୀମା ସଂଶୋଧନ ଲାଗି […]…