News source
Rajyakahani
Daily Odia News
Subscribe:.rss.atom.json.md
Overdue Last read · last published · next check
Last read 11 hours ago, longer than this feed's 2 hours schedule.
Latest articles

ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟରେ ଖାଦ୍ୟର ଗୁଣବତ୍ତା ଓ ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ କରାଯାଉଛି । ଖାଦ୍ୟ ସୁରକ୍ଷା କମିଶନର ଡ଼ ପୋମା ଟୁଡୁଙ୍କ ତତ୍ୱାବଧାନରେ ଏହି ଅଭିଯାନରେ ରାଜ୍ୟର ବିଭିନ୍ନ ଜିଲ୍ଲା, ଉପଖଣ୍ଡ, ପୌରାଞ୍ଚଳ ଆଦି ଅଞ୍ଚଳରେ ଖାଦ୍ୟ ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକରେ ଯାଞ୍ଚ କରାଯାଇ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ଗୁଡିକ ନଷ୍ଟ କରାଯାଉଛି । ଏପର୍ଯ୍ୟନ୍ତ ଅଭିଯାନରେ […]

ଜାହାଜ ଏମଭି ଓସେନ୍ ଓ୍ବିନର ବୁଡ଼ିବା ଘଟଣାରେ ଉଦ୍ଧାର ହୋଇଥିବା ୨ କ୍ରୁ ସଦସ୍ୟଙ୍କ ଠାରୁ ମିଳିଛି ବଡ଼ ସୂଚନା। ଭାଷା ଅନୁବାଦକଙ୍କ ମାଧ୍ୟମରେ ଅଧିକାରୀଙ୍କ ସାମ୍ନାରେ ବଡ଼ ଖୁଲାସା କରିଛନ୍ତି ଏହି କ୍ରୁ ସଦସ୍ୟ। ମିଳିଥିବା ସୂଚନା ଅନୁସାରେ, ଏହି ୨ କ୍ରୁ ମେମ୍ବର ଭାଷା ଅନୁବାଦକଙ୍କ ମାଧ୍ୟମରେ କହିଛନ୍ତି ଯେ, ଜାହାଜରେ ୨୪ କ୍ରୁ ମେମ୍ବର ଥିଲେ। ଜାହାଜଟି ପାରାଦୀପ ଠାରୁ ୨୩୦ ନଟିକାଲ ମାଇଲ ଦୂରରେ ହଠାତ୍ ବୁଡ଼ିବା ଆରମ୍ଭ କରିଥିଲା। ବୁଡ଼ିବାର […]

ଭୁବନେଶ୍ୱର (ରାଜ୍ୟ କାହାଣୀ )କଲେଜ କ୍ୟାଣ୍ଟିନ୍ରେ ପୁରି, ବରା, ଆଳୁଚପ୍ ମନା । ରନ୍ଧନ ତେଲ ବ୍ୟବହାର କମାଇବାକୁ କଲେଜ କ୍ୟାଣ୍ଟିନ୍ ଓ ହଷ୍ଟେଲକୁ ପରାମର୍ଶ ଦିଆଯାଇଛି । କ୍ୟାଣ୍ଟିନ୍ରେ ପ୍ରାୟତଃ ଗୋଟିଏ ତେଲକୁ ବାରମ୍ବାର ଗରମ କରି ବ୍ୟବହାର କରାଯାଉଥିବାରୁ ଏହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।ଏନେଇ ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଦିଆଯାଇଛି । ପ୍ରଧାନମନ୍ତ୍ରୀଙ୍କ ଅପିଲ ମାନିବା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । […]

ଭୁବନେଶ୍ୱର (ରାଜ୍ୟ କାହାଣୀ )୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପାଟଣା ତହସିଲର କନିଷ୍ଠ ରାଜସ୍ୱ ସହାୟକ । ଜମି ମ୍ୟୁଟେସନ୍ ଫାଇଲ୍ ଆଗକୁ ବଢ଼ାଇବା ଏବଂ ଜମି ପଟ୍ଟା ଯୋଗାଇ ଦେବା ପାଇଁ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କେନ୍ଦୁଝର ଜିଲ୍ଲା ପାଟଣା ତହସିଲ କାର୍ଯ୍ୟାଳୟର କନିଷ୍ଠ ରାଜସ୍ୱ ସହାୟକ (JRA) ବି.ଏଚ୍ ଉମାଶଙ୍କର । ସୂଚନାମୁତାବକ କେନ୍ଦୁଝର ଭିଜିଲାନ୍ସ ଡିଏସ୍ପି ସୁଧାଂଶୁ ଶେଖର ପୂଜାରୀଙ୍କ ନେତୃତ୍ୱରେ […]

ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ନେପାଳକୁ ଯେକୌଣସି ପ୍ରକାରର ସାହାଯ୍ୟ ଆବଶ୍ୟକ ହେଲେ ଆମେରିକା ତାହା ଯୋଗାଇବାକୁ ପ୍ରସ୍ତୁତ।ମଜବୁତ୍ କୋଠାବାଡ଼ିଗୁଡ଼ିକ ତାସ ଘର ପରି ଭାଙ୍ଗି ପଡ଼ିଛି, ଏଭଳି ଭୟଙ୍କର ଦୃଶ୍ୟ ପୂର୍ବରୁ କେବେ ଦେଖିବାକୁ ମିଳିନଥିଲା ।” ଅନ୍ୟପଟେ ଆମେରିକା ବୈଦେଶିକ ବିଭାଗ ନେପାଳର…

ନେପାଳରେ ଆସିଥିବା ବିନାଶକାରୀ ବନ୍ୟାର ବିଭିନ୍ନ ହୃଦୟ ବିଦାରକ ଚିତ୍ର ସାମ୍ନାକୁ ଆସିଛି । ଏହି ଭିଡିଓରେ ବନ୍ୟା ଜଳରେ ଭାସି ଆସିଥିବା ମୃତଦେହରୁ ଅଳଙ୍କାର ଚୋରି ହେଉଥିବାର ଭାଇରଲ୍ ହେଉଛି । ଭିଡିଓ ଭାଇରଲ ହେବା ପରେ ନେପାଳ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ଏଭଳି ଅମାନବୀୟ କାର୍ଯ୍ୟ କରୁଥିବା ଲୋକଙ୍କୁ ଗିରଫ କରିଛି । ନେପାଳ ପୋଲିସ ହେଡକ୍ୱାର୍ଟର ପକ୍ଷରୁ ଏକ୍ସରେ ପୋଷ୍ଟ କରି ସୂଚନା ଦିଆଯାଇଛି ।ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ […]

ତୀବ୍ର ହେବାରେ ଲାଗିଛି ସୁନ୍ଦରଗଡବିଜେପି ରାଜନୀତି | ସର୍କିଟ୍ ହାଉସ୍ରୁ ବନ୍ଧୁକ ଓ ଗୁଳି ସହ ପେସାଦାର ଅପରାଧୀ ଗିରଫ ଘଟଣାରେ ସମ୍ପୃକ୍ତ ଥିବା ନିଲମ୍ବିତ ବିଜେପି ଯୁବନେତା ତଥା ସୁନ୍ଦରଗଡ଼ ସାଂସଦଙ୍କ ରାଉରକେଲା ମହାନଗର ନିଗମ ପ୍ରତିନିଧି ପ୍ରକାଶ ପାଶୱାନଙ୍କୁ ଗିରଫ କରାଯାଇଛି | ଏହାକୁ ନେଇ ରାଉରକେଲା ସହରରେ ଚର୍ଚ୍ଚା ଜୋର ଧରିଥିବାବେଳେ ଆଜି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ନିଜ ଦଳର କିଛି ନେତାଙ୍କ ଉପରେ ଦୋଷ ଲଦିଛନ୍ତି | ସେ ଖୋଲା […]

ଭୁବନେଶ୍ୱର (ରାଜ୍ୟ କାହାଣୀ )ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର ସୁଭଦ୍ରା ମେଳାରେ ରାଜ୍ୟର ୧ କୋଟି ୩ ଲକ୍ଷ ୨୬ହଜାର ୧୬୨ ହିତାଧିକାରୀଙ୍କୁ ୫ ହଜାର କୋଟିରୁ ଅଧିକ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏଥିରେ ନୟାଗଡ଼ ଜିଲାର ୨ଲକ୍ଷ ୩୩ହଜାର ୫୮୫ ହିତାଧିକାରୀ ଅଛନ୍ତି। ଏ ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲା ସୁଭଦ୍ରା ହିତାଧିକାରୀଙ୍କ ସହ […]

ଯେଉଁ ଭିସା ରିଜେକ୍ସନ୍ ଦିନେ ଦୁଃଖ ଦେଇଥିଲା, ଆଜି ସେହି ଭିସା ରିଜେକ୍ସନ୍ ହିଁ ଜୀବନ ବଞ୍ଚାଇଦେଲା। କୈଳାସ ମାନସରୋବର ଯାତ୍ରା ପାଇଁ ଚୀନ୍ ଭିସା ନମିଳିବାରୁ ନେପାଳ ଯାଇପାରିନଥିଲେ ପଶ୍ଚିମବଙ୍ଗର ୬୧ ବର୍ଷୀୟ ତପତୀ ସିଂହ। ଏବେ ତାଙ୍କ ସହ ଯାତ୍ରା କରିବାକୁ ଥିବା ୩୨ ଜଣଙ୍କ ପତ୍ତା ମିଳୁନାହିଁ।ଭିଜା ନାମଞ୍ଜୁର ହେବା ପରେ ମନଦୁଃଖରେ ସେ ଲଦାଖ ଭ୍ରମଣରେ ଚାଲିଯାଇଥିଲେ। ଗୁରୁବାର ସାରେ ଲଦାଖ ଗସ୍ତ କାଟଛାଣ୍ଟ କରି ଦିଲ୍ଲୀ ଦେଇ କୋଲକାତା ଫେରୁଥିବା […]

ରେଭେନ୍ସାବିଶ୍ବବିଦ୍ୟାଳୟରେ ଅଧ୍ୟାପକ ମହଲରେ ସୃଷ୍ଟି ହୋଇଥିବା ବିବାଦ ଓ ଅସନ୍ତୋଷ ଘନେଇବାରେ ଲାଗିଛି। ଶିକ୍ଷକ ସଂଘ (ରୁଟା)ର ୮୦ରୁ ଅଧିକ ଅଧ୍ୟାପକ ଆଜି ସମୂହ ଛୁଟିରେ ଯିବା ସହିତ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ସାମୂହିକ କ୍ଷୋଭ ଓ ନିଜ ଦାବି ପ୍ରତି ଦୃଢ଼ ସଂକଳ୍ପର ପରିପ୍ରକାଶ ସ୍ୱରୂପ ଏହି ଆନ୍ଦୋଳନ କରିବେ । ରକ୍ଷାବନ୍ଧନ ଅବସରରେ ଶିକ୍ଷକମାନେ କଳା ବ୍ୟାଜ୍ ପିନ୍ଧି ନିଜର ଏକତା ଓ ପ୍ରତିବାଦ ଜାହିର କରିବେ। ରେଭେନ୍ସାରେ ଚଳିତ ମାସ […]

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟର ମହାବିଦ୍ୟାଳୟ ଗୁଡିକରେ ପରୀକ୍ଷାମୂଳକ ଭାବେ ଛାତ୍ରଛାତ୍ରୀ ମାନଙ୍କର ବାୟୋମେଟ୍ରିକ ଉପସ୍ଥାନ (ଜୈବିକ ପରିଚୟ ଆଧାରିତ ଉପସ୍ଥାନ) କରାଯିବ ବୋଲି ରାଜ୍ୟ ସରକାରଙ୍କ ଘୋଷଣାକୁ ତୀବ୍ର ସମାଲୋଚନା କରିଛି ବିଜୁ ଜନତା ଦଳ । ବିଜେପି ସରକାରଙ୍କ ଗତ ଦୁଇ ବର୍ଷର ଶାସନରେ ରାଜ୍ୟର ମହାବିଦ୍ୟାଳୟ ଗୁଡିକରେ ଶୈକ୍ଷିକ ବାତାବରଣ ନଷ୍ଟ ହୋଇଛି ଓ ଛାତ୍ରଛାତ୍ରୀ ମାନଙ୍କର ମୌଳିକ ଆବଶ୍ୟକତା ପୂରଣ ହୋଇପାରି ନଥିବା ବେଳେ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ଆରମ୍ଭ କରିବା…

ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି। ଏକ ପ୍ରମୁଖ ପରୀକ୍ଷଣରେ ଏହି ଔଷଧ ରୋଗର ଉନ୍ନତ ପର୍ଯ୍ୟାୟରେ ରୋଗୀଙ୍କ ବଞ୍ଚିବା ହାରକୁ ପ୍ରାୟ ଦ୍ୱିଗୁଣିତ କରିଛି।ପ୍ରତିଦିନ ଥରେ ଖାଇବାକୁ ଦିଆଯାଉଥିବା ଏହି ବଟିକା ଯେଉଁ ରୋଗୀମାନେ ପୂର୍ବରୁ ଚିକିତ୍ସା ପାଇସାରିଛନ୍ତି କିମ୍ବା କେମୋଥେରାପି ନେଇପାରିବେ ନାହିଁ ସେମାନଙ୍କ ପାଇଁ ଉପଯୁକ୍ତ।କମ୍ପାନି ପକ୍ଷରୁ…

କଂଗ୍ରେସ ସାଂସଦ ଶଶି ଥରୁର ନେପାଳରେ ବିନାଶକାରୀ ବନ୍ୟା ପରେ ଭାରତର ତ୍ୱରିତ ସହାୟତାକୁ ସ୍ୱାଗତ କରିଛନ୍ତି। ତେବେ ସେ ଭାରତୀୟ ମିଡିଆକୁ ସଚେତନ କରି ୨୦୧୫ ଭୂମିକମ୍ପ କାଳରେ କଭରେଜରେ କରିଥିବା ଭୁଲର ଯେପରି ପୁନରାବୃତ୍ତି ନ କରେ ସେଥି ପାଇଁ ସତର୍କ କରିଛନ୍ତି। ତେବେ ପଡ଼ୋଶୀ ଦେଶକୁ ସହାୟତା ପ୍ରଦାନ ସମୟରେ ଭାରତୀୟ ଗଣମାଧ୍ୟମ ‘ଅହଂକାର’ ପ୍ରଦର୍ଶନ ନ କରିବା ଉଚିତ ବୋଲି ସେ ପରାମର୍ଶ ଦେଇଛନ୍ତି । ୨୦୧୫ରେ ନେପାଳରେ ହୋଇଥିବା ଭୟଙ୍କର […]

ଭୁବନେଶ୍ୱର (ରାଜ୍ୟ କାହାଣୀ )ନେପାଳରେ ତିନି ଜଣ ଓଡ଼ିଆ ନିଖୋଜ ହୋଇଥିବା ଖବରକୁ ନେଇ ପରିବାର ଓ ସମ୍ପର୍କୀୟଙ୍କ ମଧ୍ୟରେ ଚିନ୍ତା ବଢିଛି। ନିଖୋଜ ତିନି ଜଣଙ୍କ ମଧ୍ୟରୁ ଦୁଇ ଜଣ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ବେଳେ ଅନ୍ୟ ଜଣେ ମୟୂରଭଞ୍ଜର ବାରିପଦା ଅଞ୍ଚଳର ବୋଲି ଜଣାପଡ଼ିଛି। ରିପଦାର ଝିଅ କୁଲସାମ ନିଗାର୍ ନେପାଳରେ ନିଖୋଜ । ଟ୍ରାକିଙ୍ଗ ପାଇଁ ଯାଇ ନିଖୋଜ ହୋଇଥିବା ସୂଚନା। ଗତ ୨୫ ତାରିଖ ଶେଷ ଥର ଦିନ ୧୧ ଟାରେ […]

ହଠାତ୍ ଆସିଲା ଆଉ ଆଖି ପିଛୁଳାକେ ସବୁ କିଛି ଶେଷ ହୋଇଗଲା। କିଏ କିଛି ବୁଝିବା ଆଗରୁ ପ୍ରକୃତିର କରାଳ ରୂପରେ ସବୁ କିଛି ହଜି ଯାଇଥିଲା। ନେପାଳରେ ଜଳ ପ୍ରଳୟରେ ଦୃଶ୍ୟ ଖୁବ୍ ହୃଦୟବିଦାରକ। ତେବେ ଭାରତ ବିଦେଶ ମନ୍ତ୍ରାଳୟ (ଏମଇଏ) ଗୁରୁବାର କହିଛନ୍ତି ଯେ ଦୁଇ ଦେଶଙ୍କ ହିମାଳୟ ସୀମାବର୍ତ୍ତି ଅଞ୍ଚଳରେ ଭୀଷଣ ବନ୍ୟା ପରେ ନେପାଳରେ ଅନୁନ୍ୟ ୨୮୮ ଜଣ ଭାରତୀୟ ନାଗରିକ ନିଖୋଜ ଅଛନ୍ତି ଓ ବାକି ୨୦୦ ଲୋକେ ଚୀନ୍ […]

IPS ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୨୦୧୩ ବ୍ୟାଚର ଆଇପିଏସ୍ ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କରିବା ସହ ରାଜ୍ୟ ସରକାର ଇସ୍ତଫାପତ୍ର ଗୃହ ମନ୍ତ୍ରଣାଳୟକୁ ପଠାଇଛନ୍ତି।। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ୨୦୧୩ ବ୍ୟାଚ୍ ଆଇପିଏସ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲେ। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ ସରକାରଙ୍କୁ ନିଜର ଇସ୍ତଫାପତ୍ର ପ୍ରଦାନ କରିଥିଲେ। ଇସ୍ତଫା ପତ୍ରରେ ବ୍ୟକ୍ତିଗତ କାରଣ ପାଇଁ ସେ ଚାକିରି…

ପୂର୍ବତନ ଡିଜିପି ୱାଇ.ବି. ଖୁରାନିଆଙ୍କ ବିରୋଧରେ ଚାଲିବ ଅଦାଲତ ଅବମାନନା ମାମଲା । କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ । ବାରମ୍ବାର ସୁଯୋଗ ସତ୍ତ୍ୱେ କୋର୍ଟଙ୍କ ଆଦେଶ କାର୍ଯ୍ୟକାରୀ ନହେବା ଏବଂ ମାମଲାରେ ବିଭ୍ରାନ୍ତିମୂଳକ ସତ୍ୟପାଠ ଦାଖଲ ଅଭିଯୋଗକୁ ଗୁରୁତ୍ୱର ସହ ନେଇଛନ୍ତି ହାଇକୋର୍ଟ । ୨୦୨୫, ସେପ୍ଟେମ୍ବର ୨୫ ତାରିଖରେ ଜାରି ହୋଇଥିବା ନିର୍ଦ୍ଦେଶକୁ ଖୁରାନିଆ ଜାଣିଶୁଣି ଉଲ୍ଲଂଘନ କରିଥିବା ନେଇ ଅଭିଯୋଗ ହୋଇଛି । ତେଣୁ ଅଦାଲତ ଅବମାନନା ଆଇନର ଧାରା […]

ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇଛି । ଫଳରେ ଆଜି ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୮ ଓ ଦକ୍ଷିଣ ପାର୍ଶର ୪ଟି ମିଶି ମୋଟ ୧୨ଟି ଗେଟ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।ଗୁରୁବାର ସାଢ଼େ ୧୨ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ,ଜଳଭଣ୍ଡାରର ଜଳସ୍ତର ୬୨୩.୯୭ ଫୁଟ ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ […]

ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି।ଏହି ଦୁର୍ଘଟଣାରେ ଜଣେ ପାଇଲଟ ଓ କୋ-ପାଇଲଟଙ୍କ ମୃତ୍ୟୁ ହୋଇଛି । କାନପୁରସ୍ଥିତ ଗଙ୍ଗା ବ୍ୟାରେଜ୍ ନିକଟବର୍ତ୍ତୀ ନତ୍ ଥୁ ପୁରୱା ଗାଁ ନିକଟରେ ଏହି ପ୍ରଶିକ୍ଷଣ ବିମାନଟି ତଳକୁ ଖସିପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବିମାନରେ ଦୁଇଜଣଙ୍କ ମଧ୍ୟରୁ ଜଣେ ପାଇଲଟ୍ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଅନ୍ୟ ଜଣେ ଚିକିତ୍ସାଧୀନ ଅବସ୍ଥାରେ […]

ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାର ଶିଶୁ ଏବଂ କିଶୋରମାନଙ୍କ ସୁରକ୍ଷା ସହିତ ଜଡିତ ଏକ ବଡ଼ ମାମଲା ସମାପ୍ତ କରିବା ପାଇଁ ଏକ ସମାଧାନରେ ପହଞ୍ଚିଛି । ମେଟା ଏହି ମାମଲାରେ ପ୍ରାୟ ୧୭ ବିଲିୟନ ଡଲାର ଦେବା ସହ ପିଲାଙ୍କ ପାଇଁ ଏହାର ଆପ୍ସରେ ଅନେକ ପରିବର୍ତ୍ତନ କରିବ । ସେଥିପାଇଁ ଫେସବୁକ୍ ଓ […]

ଉତ୍ତର କର୍ଣ୍ଣାଟକର ବିଜୟପୁରା ସହରରୁ ଏକ ଏପରି ଘଟଣା ସାମ୍ନାକୁ ଆସିଛି ଯାହା ଚାଞ୍ଚଲ୍ୟ ସୃଷ୍ଟି କରିଛି। ବିଜୟପୁରା ସହର ବାହାରେ ଥିବା ଭୂତାନାଲ ହ୍ରଦରୁ ବୁଧବାର ଜଣେ ମହିଳା ଓ ତାଙ୍କର ପାଞ୍ଚଟି ପିଲାଙ୍କୁ ମୃତାବସ୍ଥାରେ ଉଦ୍ଧାର କରାଯାଇଛି। ହୁଏତ ଏହା ଆତ୍ମହତ୍ୟା ମାମଲା ହୋଇଥାଇପାରେ।ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଏବେ ବି ରହସ୍ୟମୟ ହୋଇ ରହିଛି । ସେପଟେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକମାନେ […]

ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ ନାବାଳକ ସାହିଲ ପଟେଲ । କୌଣସି କାରଣକୁ ନେଇ ଦୁଇ ନାବାଳକଙ୍କ ମଧ୍ୟରେ ବଚସା ପରେ ଘଟିଥିଲା ଛୁରାମାଡ଼ । ଗୁରୁତର ଅବସ୍ଥାରେ ସାହିଲଙ୍କୁ ଉଦ୍ଧାର କରାଯାଇଥିଲେ ମଧ୍ୟ ତାଙ୍କ ମୃତ୍ୟୁ ହୋଇଛି । ଖବର ପାଇ ଆଗଲପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।ତାସ ଖେଳ ବେଳେ କୌଣସି କଥାକୁ […]

ତିବ୍ବତରୁ ଆସିଥିବା ଭୟଙ୍କର ବନ୍ୟା ନେପାଳର ରସୁଆ ଜିଲ୍ଲାର ଟିମୁରେ ଓ ସ୍ୟାଫ୍ରୁବେସି ଅଞ୍ଚଳରେ ବ୍ୟାପକ ଧ୍ୱଂସ ହୋଇଛି । ଭୋଟେକୋଶୀ ନଦୀରେ ହଠାତ୍ ଜଳସ୍ରୋତ ବଢ଼ିଯିବାରୁ ମାର୍କେଟ, ସ୍ଥାନୀୟ ଘରଦ୍ବାର, ଜଳବିଦ୍ୟୁତ ପ୍ରକଳ୍ପ ଓ ଅନ୍ୟାନ୍ୟ ଭିତ୍ତିଭୂମି ନଷ୍ଟ ହୋଇଛି । ଏଥିରେ ଏପର୍ଯ୍ୟନ୍ତ ୧୬ ଜଣକ ମୃତ୍ୟୁ ହୋଇଥିବା ଜଣାପଡ଼ିଥିବା ବେଳେ, ୧୦୫ ଭାରତୀଙ୍କ ସମେତ ହଜାର ହଜାର ଲୋକ ଭାସିଯାଇଥିବା ଆଶଙ୍କା କରାଯାଉଛି। । ତେବେ ଏନେଇ କିଛି ସ୍ପଷ୍ଟୋକ୍ତି ମିଳିନାହିଁ ।ନେପାଳରେ […]

କ୍ୟାନସର ଇଞ୍ଜେକ୍ସନ୍ ନାଁରେ ବିକ୍ରି ହେଉଛି ପାଣି । ଲକ୍ଷେ ଟଙ୍କା ନେଇ କର୍କଟ ରୋଗୀଙ୍କୁ ଦେଉଛନ୍ତି ଧୋକା । କ୍ୟାନସର ଔଷଧ ନାଁରେ ଚାଲିଥିବା କଳବଜାରୀ ଉପରୁ ପରଦା ଉଠାଇଛି ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ ।ବିକାନେରର ଏକ ସରକାରୀ କର୍କଟ ହସ୍ପିଟାଲ ସହିତ ଜଡିତ ଏହି କଥିତ ନେଟୱାର୍କର ତଦନ୍ତ ସମ୍ପର୍କରେ ଏବେ ବିବ୍ରତକାରୀ ବିବରଣୀ ସାମ୍ନାକୁ ଆସିଛି। ଦିଲ୍ଲୀରେ ଜବତ ହୋଇଥିବା ଇଞ୍ଜେକ୍ସନର ନମୁନାରେ କର୍କଟ ରୋଗ ସହିତ ଲଢ଼ିବା ପାଇଁ ଆବଶ୍ୟକୀୟ ସକ୍ରିୟ […]

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଜମି ପଞ୍ଜୀକରଣ ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ, ଦାୟିତ୍ୱସମ୍ପନ୍ନ ଏବଂ ନିୟମ ଅନୁପାଳନ ସୁନିଶ୍ଚିତ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଆସୁଛନ୍ତି। ପଞ୍ଜୀକରଣ ପ୍ରକ୍ରିୟାରେ ସ୍ୱଚ୍ଛତା ଓ ଦକ୍ଷତା ବୃଦ୍ଧି ପାଇଁ ଅନେକ ପ୍ରଯୁକ୍ତିଭିତ୍ତିକ ବ୍ୟବସ୍ଥା ମଧ୍ୟ ପ୍ରଚଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ପଞ୍ଜୀକରଣ କାର୍ଯ୍ୟାଳୟଗୁଡ଼ିକର କାର୍ଯ୍ୟକଳାପ ଉପରେ ନିୟମିତ ମନିଟରିଂ ତଥା କଡ଼ା ନଜର ରଖିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ରାଜସ୍ୱ ଓ…

ଶ୍ରୀଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ବିବାଦ ପ୍ରସଙ୍ଗ । ଏହା ଶାସ୍ତ୍ର, ପରମ୍ପରା ଓ ଇତିହାସ ବିରୋଧୀ ବୋଲି କହିଛନ୍ତି ଜଗଦଗୁରୁ ସ୍ବାମୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ। ଧାର୍ମିକ ଓ ଆଧ୍ୟାତ୍ମିକ ପ୍ରସଙ୍ଗରେ କୋର୍ଟଙ୍କ ହସ୍ତକ୍ଷେପ ଅନୁଚିତ।ଫିଲ୍ମରେ ଜଗନ୍ନାଥଙ୍କୁ ବିକୃତ ରୂପରେ ପ୍ରଦର୍ଶନ କରାଯାଇଛି। ଏହାଦ୍ବାରା ହିନ୍ଦୁ ଦେବାଦେବୀଙ୍କ ପ୍ରତି ପିଲାଙ୍କ ମନରେ ଭୁଲ ଧାରଣା ଆସିବ ବୋଲି କହିଛନ୍ତି ଶଙ୍କରାଚାର୍ଯ୍ୟ।ଏହି ପ୍ରସଙ୍ଗରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ମତାମତ ଓ…

ଭୁବନେଶ୍ୱର (ରାଜ୍ୟ କାହାଣୀ )ନଭେମ୍ବର ୨୪ରୁ ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା । ଆସନ୍ତା ନଭେମ୍ବର ମାସ ୨୪ ତାରିଖୁ ଆରମ୍ଭ ହେବାକୁ ଯାଉଛି କଟକ ଐତିହାସିକ ବାଲିଯାତ୍ରା । ଯାହା ଡିସେମ୍ବର ୧ ଯାଏଁ ଚାଲିବ ବୋଲି ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ।। ଏଥର ଉପର ପଡ଼ିଆ ସହ ତଳ ପଡ଼ିଆରେ ମଧ୍ୟ ବାଲିଯାତ୍ରା ଆୟୋଜନ କରାଯିବ । ବାଲିଯାତ୍ରାକୁ ଆସୁଥିବା ଲୋକଙ୍କ ସୁବିଧା ପାଇଁ ଗତବର୍ଷ ତୁଳନାରେ ଚଳିତବର୍ଷ ପାର୍କିଂ ବ୍ୟବସ୍ଥା […]

ଭୁବନେଶ୍ୱର (ରାଜ୍ୟ କାହାଣୀ )ସାତ ବର୍ଷର ରିପୋର୍ଟ କାର୍ଡ ଦେଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ୬୦ ପୃଷ୍ଠାର ଏହି ରିପୋର୍ଟ କାର୍ଡରେ ନିଜ ସାତ ବର୍ଷର କାର୍ଯ୍ୟର ହିସାବ ଦେଇଛନ୍ତି ସାଂସଦ । ଭୁବନେଶ୍ୱର ପାଇଁ ୧୦୦ ପ୍ରତିଶତ ଚେଷ୍ଟା କରୁଥିବା କହିବା ସହ ନିଜ କାର୍ଯ୍ୟର ବିବରଣୀ ସମସ୍ତଙ୍କ ନିକଟରେ ପହଞ୍ଚାଇବାକୁ କହିଛନ୍ତି । ରିପୋର୍ଟ କାର୍ଡରେ ଦର୍ଶାଇଛନ୍ତି ଭୁବନେଶ୍ବରରେ ୫୫ ପ୍ରକାର କାର୍ଯ୍ୟ କରାଯାଇଛି । ସଂସଦୀୟ କ୍ଷେତ୍ରରେ ୮ ଟି […]

ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ ନେଇ ବିବାଦ ଦେଖାଦେଇଥିଲା; ସୋସିଆଲ ମିଡିଆ ବ୍ୟବହାରକାରୀମାନେ ତାଙ୍କ ପୋଷାକକୁ ନେଇ ତାଙ୍କୁ ଟ୍ରୋଲ କରୁଥିଲେ। ଜିଭା ବୁଧବାର ଏକ ବିବୃତି ଜାରି କରି କହିଛି,ଆମେ ଭାରତୀୟ ସଂସ୍କୃତି, ପରମ୍ପରା ଏବଂ ପର୍ବଗୁଡ଼ିକୁ ଗଭୀର ଭାବରେ ସମ୍ମାନ କରୁ । ଏକ ବ୍ରାଣ୍ଡ ଭାବରେ, ଆମେ ସର୍ବଦା ସମଗ୍ର ପରିବାର […]

ଭୁବନେଶ୍ୱର (ରାଜ୍ୟ କାହାଣୀ )ଶ୍ରୀମନ୍ଦିର ଭିତରେ ଦୁଇଗୋଷ୍ଠୀ ମଧ୍ୟରେ ମାଡ଼ଗୋଳକୁ ନେଇ ଚର୍ଚ୍ଚା । ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଚାଲିଥିବା ସମୟରେ ଦୁଇପକ୍ଷଙ୍କ ମଧ୍ୟରେ ପ୍ରଥମେ ପାଟିତୁଣ୍ଡ ଓ ଯୁକ୍ତିତର୍କ ହୋଇଥିବା ଜଣାପଡ଼ିଛି । ପରେ ଘଟଣା ମାଡ଼ଗୋଳ ପର୍ଯ୍ୟନ୍ତ ଯାଇଥିଲା । ଏହି ଘଟଣାରେ ସମ୍ପୃକ୍ତ ଉଭୟ ଗୋଷ୍ଠୀଙ୍କୁ ପ୍ରଶାସନ ପକ୍ଷରୁ ଅଟକ ରଖାଯାଇ ପଚରାଉଚରା କରାଯାଉଛି। ଶ୍ରୀମନ୍ଦିର ଭଳି ଏକ ପବିତ୍ର ଓ ଆଧ୍ୟାତ୍ମିକ ପୀଠ ଭିତରେ ଏଭଳି ଉତ୍ତେଜନାମୂଳକ ପରିସ୍ଥିତିକୁ ନେଇ ସାଧାରଣ […]

ଫିଟନେସ୍ ଟ୍ରାକିଂ ଦୁନିଆରେ ଏବେ କ୍ରାନ୍ତି ଆସିବାକୁ ଯାଉଛି। ଏପର୍ଯ୍ୟନ୍ତ ହାତରେ ସ୍ମାର୍ଟୱାଚ୍ କିମ୍ବା ଫିଟନେସ୍ ବ୍ୟାଣ୍ଡ ପିନ୍ଧିବାର ଯେଉଁ କ୍ରେଜ୍ ରହିଥିଲା, ତାହାକୁ ସମ୍ପୂର୍ଣ୍ଣ ବଦଳାଇ ଦେବାକୁ ଆସୁଛି ଏକ ଭିନ୍ନ ଧରଣର ସ୍ମାର୍ଟ ଗ୍ୟାଜେଟ୍। ଜୋମାଟୋ ଏବଂ ଇଟର୍ନାଲର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ଏକ ନୂଆ ଏବଂ ଆଶ୍ଚର୍ଯ୍ୟଜନକ ଡିଭାଇସ୍ ‘ଟେମ୍ପଲ୍’ (Temple) ଲଞ୍ଚ କରିବାକୁ ଯାଉଛନ୍ତି।Templeକୁ ସାଧାରଣ ସ୍ମାର୍ଟୱାଚ୍ କିମ୍ବା ଫିଟନେସ୍ ବ୍ୟାଣ୍ଡ ଭଳି କେବଳ ହାର୍ଟରେଟ୍,…

ଭୁବନେଶ୍ୱର (ରାଜ୍ୟ କାହାଣୀ )ପରିମଳ କର୍ମଚାରୀଙ୍କ ସୁରକ୍ଷା ଓ ସମ୍ମାନକୁ ସରକାରଙ୍କ ଗୁରୁତ୍ୱ । ଗରିମା କର୍ମଶାଳାରେ ଯୋଗଦେଇ ପରିମଳ କର୍ମଚାରୀଙ୍କ ସୁରକ୍ଷା, ସମ୍ମାନ ଓ କଲ୍ୟାଣ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପରିମଳ କ୍ଷେତ୍ରରେ ଏବେ ମେସିନ ଓ ରୋବୋଟିକ୍ସର ବ୍ୟବହାର ହେଉଛି। ଆଗକୁ ଆହୁରି ନୂଆ ମେସିନ ଆସିବ। ‘ମିଶନ ଜିରୋ’ ଲକ୍ଷ୍ୟ ହାସଲ ପାଇଁ ଠିକ୍ ଲୋକଙ୍କ ପାଖରେ ଠିକ୍ ଟେକ୍ନୋଲୋଜି ପହଞ୍ଚାଇବା ସରକାରଙ୍କ ଦାୟିତ୍ୱ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।ଲୋକସେବା ଭବନ…

କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ ଥଣ୍ଡା ଏବଂ କାଶ ଔଷଧକୁ ନିଷିଦ୍ଧ କରିଛନ୍ତି। ବିଶେଷକରି କ୍ଲୋରଫେନିରାମିନ ମାଲେଏଟ (Chlorpheniramine Maleate) ଏବଂ ଫେନାଇଲେଫ୍ରିନ ହାଇଡ୍ରୋକ୍ଲୋରାଇଡ(Phenylephrine Hydrochloride) ଯୁକ୍ତ ସମସ୍ତ ଫିକ୍ସଡ ଡୋଜ କମ୍ବିନେସନ୍ (FDCs) ନିଷେଧ କରାଯାଇଛି। ଏହି ପଦକ୍ଷେପ ଶିଶୁ ସୁରକ୍ଷା ସମ୍ପର୍କରେ ଚିନ୍ତା ଏବଂ…

୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନଜରରେ ରଖି ରାଜ୍ୟର ପ୍ରମୁଖ ରାଜନେତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯାଉଛି। ରିପୋର୍ଟ ଅନୁସାରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଓ ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀଙ୍କ ସମେତ ପ୍ରାୟ ୫୨ ଜଣ ନେତାଙ୍କୁ ଅତିରିକ୍ତ ସୁରକ୍ଷା କବଚ ଭାବେ ବୁଲେଟ୍ପ୍ରୁଫ୍ ଜାକେଟ୍ ଯୋଗାଇ ଦିଆଯିବ।ପ୍ରତ୍ୟେକ ଜାକେଟ୍ର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ବୋଲି ରିପୋର୍ଟରେ କୁହାଯାଇଛି। ରାଜ୍ୟର ୧୧…

ଭୁବନେଶ୍ୱର (ରାଜ୍ୟ କାହାଣୀ )ସହରାଞ୍ଚଳରେ କୃଷି ଜମିକୁ ଅଣକୃଷି କାର୍ଯ୍ୟରେ ବ୍ୟବହାର ପାଇଁ ଏଣିକି ଅଲଗା ଭାବେ ରାଜସ୍ୱ ବିଭାଗର ଅନୁମତି ନେବାକୁ ପଡ଼ିନପାରେ । ଜମି ବ୍ୟବହାର ପରିବର୍ତ୍ତନ ପ୍ରକ୍ରିୟାକୁ ସରଳ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଓଡ଼ିଶା ଭୂ-ସଂସ୍କାର ଆଇନ, ୧୯୬୦ରେ ସଂଶୋଧନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର । ସହରାଞ୍ଚଳରେ ଜମି ମାଲିକଙ୍କୁ ଗୃହ ନିର୍ମାଣ କିମ୍ବା ଲେଆଉଟ ଅନୁମୋଦନ ପାଇଁ ପୌରସଂସ୍ଥା ବା ବିକାଶ କର୍ତ୍ତୃପକ୍ଷଙ୍କ […]

ଭୁବନେଶ୍ୱର (ରାଜ୍ୟ କାହାଣୀ )ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିସାରିଲେଣି । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଆହୁରି କହିଛନ୍ତି, ଏହି ପ୍ରକ୍ରିୟାକୁ ସରଳ କରାଯାଇଛି । କୌଣସି ପ୍ରକାରର ବାଧା ନାହିଁ । କାଲି ଗୋଟିଏ ଦିନରେ ୧ ଲକ୍ଷ ୨୦ ହଜାର ଚାଷୀ ପଞ୍ଜୀକରଣ କରିଛନ୍ତି । ଅଗଷ୍ଟ ୩୧ ତାରିଖ ସୁଦ୍ଧା ଚାଷୀମାନେ ପଞ୍ଜୀକରଣ କରିନିଅନ୍ତୁ । ଆବଶ୍ୟକୀୟ […]

ଭୁବନେଶ୍ୱର (ରାଜ୍ୟ କାହାଣୀ )କୋରାପୁଟ ଜିଲ୍ଲାର କୋଟିଆ ଅଞ୍ଚଳର ସୀମାକୁ ଗୁଗୁଲ ମ୍ୟାପ୍ରେ ଭୁଲ ଭାବେ ପ୍ରଦର୍ଶନ କରାଯାଉଥିବା ଅଭିଯୋଗ ଏବେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପରିଣତ ହୋଇଛି। ଡିଜିଟାଲ ମାନଚିତ୍ରରେ କୋଟିଆର ପ୍ରଶାସନିକ ସୀମା ଓ ପରିଚୟ ସଠିକ୍ ଭାବେ ପ୍ରତିଫଳିତ କରିବା ପାଇଁ ରାଜ୍ୟ ସରକାରୀ ସ୍ତରରେ ପ୍ରକ୍ରିୟା ତ୍ୱରାନ୍ୱିତ କରାଯାଇଛି। କୋଟିଆର ଭୁଲ ଚିତ୍ରଣ ନେଇ ପ୍ରଥମେ ଦଣ୍ଡକାରଣ୍ୟ ବିକାଶ ମହାମଞ୍ଚ ଗୁଗୁଲ୍ ଇଣ୍ଡିଆ ଓ ଗୁଗୁଲ ଏଲ୍ଏଲ୍ସିଙ୍କ ନିକଟରେ ଆପତ୍ତି ଜଣାଇଥିଲା…

ଭୁବନେଶ୍ୱର (ରାଜ୍ୟ କାହାଣୀ )ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ପ୍ରଭାବିତ ଅଞ୍ଚଳରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସ୍ଥିତିର ନିରନ୍ତର ତଦାରଖ ଓ ଆବଶ୍ୟକ ସହାୟତା ସୁନିଶ୍ଚିତ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ବିଭିନ୍ନ ବନ୍ୟାପ୍ରଭାବିତ ଜିଲ୍ଲାରେ ନିୟୋଜିତ କରାଯାଇଛି। ନିୟୋଜିତ ଅଧିକାରୀ ମାନେ ସକାଳୁ ନିଜ ନିଜ ଦାୟିତ୍ୱପ୍ରାପ୍ତ ଜିଲ୍ଲା ଅଭିମୁଖେ ଯାତ୍ରା କରି ସେଠାରେ ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାର ସ୍ଥିତି…

ଶ୍ରୀକ୍ଷେତ୍ରରେ କାଲି ଠାରୁ ପବିତ୍ର ଝୁଲଣ ଯାତ୍ରା ଆରମ୍ଭ ହେବ । ଶ୍ରାବଣ ଶୁକ୍ଳ ଦଶମୀରୁ ଶ୍ରୀମନ୍ଦିର ସମେତ ବିଭିନ୍ନ ମଠବାଡ଼ିରେ ପ୍ରତିପଦା ଯାଏଁ ଏହି ଝୁଲଣ ଯାତ୍ରା ଚାଲିବ ।ଝୁଲଣ କୁଞ୍ଜ ତଥା ଦୋଳିକୁ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପ୍ରକାର ଝାଲର, ଫୁଲ, ନାଗାଫୁଲ, ଖମ୍ୱ ଝାଲର, ବାଙ୍କ ଝାଲର ଲଗାଯାଇଛି । ରାଧାକୃଷ୍ଣଙ୍କ ସହ ରାମସୀତା, ଲକ୍ଷ୍ମୀ ନୃସିଂହ ବିଭିନ୍ନ ଦିବସରେ ଦୋଳି ଖେଳିବେ । ରଙ୍ଗବେରଙ୍ଗ ଆଲୋକ ମାଳାରେ ସଜ୍ଜିତ ଝୁଲଣ […]

ଭୁବନେଶ୍ୱର (ରାଜ୍ୟ କାହାଣୀ )ଖାକିରେ କଳଙ୍କ। ଆଇନ ରକ୍ଷା କରୁଥିବା ପୁଲିସ ବାବୁଙ୍କ ବିରୋଧରେ ଆସିଛି ସଙ୍ଗୀନ ଅଭିଯୋଗ। ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ଏବଂ ପରେ ପ୍ରତାରଣା କରିଥିବା ଅଭିଯୋଗରେ ବାରିପଦା ଟାଉନ ଥାନାରେ କାର୍ଯ୍ୟରତ ଏସ୍ଆଇ ପ୍ରଭାତ କୁମାର ନାୟକଙ୍କ ନାଁରେ ମାମଲା ରୁଜୁ ହୋଇଛି। ଅଭିଯୋଗ ଅନୁଯାୟୀ, ପୀଡ଼ିତାଙ୍କ ଅଭିଯୋଗ ଅନୁଯାୟୀ, ଫେସବୁକ୍ ଜରିଆରେ ଏସ୍ଆଇ ପ୍ରଭାତ ନାୟକଙ୍କ ସହ ତାଙ୍କର ପରିଚୟ ହୋଇଥିଲା। ପରେ ପରିଚୟ […]

SBI ନିଜର Basic Savings Bank Deposit (BSBD) ଆକାଉଣ୍ଟରୁ ବ୍ରାଞ୍ଚ ଜରିଆରେ କ୍ୟାଶ୍ ଉଠାଇବା ନେଇ ସୁଳ୍କ/ଚାର୍ଜରେ ପରିବର୍ତ୍ତନ କରିଛି। ନୂଆ ନିୟମ ୧ ଅକ୍ଟୋବର ୨୦୨୬ ରୁ ଲାଗୁ ହେବ। ଏହା ଅଧୀନରେ ଗ୍ରାହକମାନେ ମାସକୁ ଚାରି ଥର ପର୍ଯ୍ୟନ୍ତ ବ୍ରାଞ୍ଚରୁ ମାଗଣାରେ କ୍ୟାଶ୍ ଉଠାଇପାରିବେ। ଏଥିପାଇଁ କୌଣସି ଅତିରିକ୍ତ ଚାର୍ଜ ଦେବାକୁ ପଡ଼ିବ ନାହିଁ। କିନ୍ତୁ ଯଦି ମାସକୁ ଚାରି ଥରରୁ ଅଧିକ ଥର କ୍ୟାଶ୍ ଉଠାଯାଏ, ତେବେ ପରବର୍ତ୍ତୀ ପ୍ରତ୍ୟେକ ଥର […]

ଭୁବନେଶ୍ୱର (ରାଜ୍ୟ କାହାଣୀ )ମହାନଦୀ ଜଳ ବିବାଦ ମାମଲାରେ ଶୁକ୍ରବାର ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି । ଦୀର୍ଘଦିନ ଧରି ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଚାଲିଥିବା ଜଳ ବିବାଦର ବୈଷୟିକ ଦିଗ ଉପରେ ଆଲୋଚନା ପାଇଁ କେନ୍ଦ୍ରୀୟ ଜଳ ଆୟୋଗ (CWC)ର ମଧ୍ୟସ୍ଥତାରେ ଦୁଇ ରାଜ୍ୟର ବୈଷୟିକ ଟିମ୍ ଗଠନ କରାଯାଇଛି। ଓଡ଼ିଶା ଓ ଛତିଶଗଡ଼ର ବୈଷୟିକ ଟିମ୍ କୁ ନେଇ ନୂଆଦିଲ୍ଲୀରେ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇସାରିଛି। ସେପ୍ଟେମ୍ବର ୧୭ରେ ମହାନଦୀ ଜଳ ବିବାଦର […]

ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ କେତେକ ହାତଲେଖା ଚିଠି, ତାଙ୍କ ବ୍ୟବହୃତ ଚରଖା, ଭଗବତ୍ ଗୀତା ଓ ଅନ୍ୟାନ୍ୟ କେତେକ ସରଞ୍ଜାମ ଶୁକ୍ରବାର ପ୍ରାୟ ୧୬.୨ କୋଟିରେ ବିକ୍ରି ହୋଇଛି । ଅକ୍ସନ ହାଉସ୍ ସାଫ୍ରୋନାର୍ଟ ପକ୍ଷରୁ ଏହି ନିଲାମ କରାଯାଇଥିଲା । ବିକ୍ରି ହୋଇଥିବା ପାଣ୍ଡୁଲିପିରେ ସତ୍ୟ, ଅହିଂସା, ବ୍ରହ୍ମଚର୍ଯ୍ୟ, ଅପରିଗ୍ରହ, ନିର୍ଭୀକତା, ସର୍ବଧର୍ମ ସମଭାବ, ଅସ୍ପୃଶ୍ୟତା ନିବାରଣ, ପ୍ରାର୍ଥନା, ରାମନାମ, ସେବା, ସ୍ବରାଜ, ନୈତିକ ଦାୟିତ୍ୱ ଏବଂ ଆତ୍ମସାକ୍ଷାତ୍କାର ଭଳି ଅନେକ…

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ବରିଷ୍ଠ ଆଇପିଏସ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି।। ରାଜ୍ୟପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ଅଦଳବଦଳ ନିର୍ଦ୍ଦେଶନାମା ଜାରି ହୋଇଛି । ୧. ହିମାଂଶୁ ଲାଲ ଆଇଜି ଇଓଡବ୍ଲ୍ୟୁ ଓ ଏସଟିଏଫ୨.ଜୟନାରାୟଣ ପଙ୍କଜ ଆଇଜି ଦକ୍ଷିଣାଞ୍ଚଳ୩. ନୀତି ଶେଖର ଆଇଜି ପ୍ରୋଭିଜନିଂ୪. ଚରଣ ସିଂହ ମୀନା ଡିଆଇଜି ସମ୍ବଲପୁର୫. ଆଶିଷ କୁମାର ସିଂ ତାଳଚେର ରେଞ୍ଜ ଡିଆଇଜି ଓ ପିଟିସି […]

ଦିଲ୍ଲୀ ପୁଲିସ ଶୁକ୍ରବାର ରାମଲୀଳା ମୈଦାନରେ ‘ସଂରକ୍ଷଣ ହଟାଓ ଆନ୍ଦୋଳନ’ ଅନ୍ତର୍ଗତ ଶାନ୍ତିପୂର୍ଣ୍ଣ ପ୍ରତିବାଦ ପାଇଁ ଅନୁମତି ଦେଇଛି। ଅପରାହ୍ଣ ୪ଟା ପର୍ଯ୍ୟନ୍ତ ସର୍ବାଧିକ ୫୦୦ ଲୋକଙ୍କୁ ସଭାସ୍ଥଳରେ ଏକତ୍ରିତ ହେବାକୁ ଅନୁମତି ମିଳିଛି। ପୁଲିସ କହିଛି ଯେ, ଆଇନ ଶୃଙ୍ଖଳା ଦୃଷ୍ଟିକୋଣରୁ ପ୍ରତିବାଦ ପାଇଁ ଏହାର କୌଣସି ଆପତ୍ତି ନାହିଁ। କକ୍ରୋଚ ଜନତା ପାର୍ଟି ପରି ‘ସଂରକ୍ଷଣ ହଟାଓ ଆନ୍ଦୋଳନ’ ଏକ ଇନଷ୍ଟାଗ୍ରାମରେ ଡିଜିଟାଲ ଅଭିଯାନ ଭାବରେ ଆରମ୍ଭ ହୋଇଥିଲା। ଇନଷ୍ଟାଗ୍ରାମରେ ୫.୬ ନିୟୁତ…

ଭୁବନେଶ୍ୱର (ରାଜ୍ୟ କାହାଣୀ )ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି ମିଶି ସମୁଦାୟ ୬ଟି ସ୍ଲୁଇସ ଗେଟ୍କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମପାର୍ଶ୍ୱର ୯ ଓ ଦକ୍ଷିଣ ପାର୍ଶର ୨ଟି ମିଶି ମୋଟ୍ ୧୧ଟି ସ୍ଲୁଇସ୍ ଗେଟ୍ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।

ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରୀୟ ମୁମ୍ବାଇର ପୋଓ୍ୱାଇ ଅଞ୍ଚଳରେ । ଘଟଣାରେ ପୋଲିସ ୨୮ ବର୍ଷୀୟ ଅଭିଯୁକ୍ତଙ୍କୁ ଗିରଫ କରିଛି ।ରିପୋର୍ଟ ଅନୁସାରେ, ଅଭିଯୁକ୍ତ ଜଣଙ୍କ ହେଲେ ଅନୀଲ ଶେଷରାଓ ସିନ୍ଦେ । ସେ ଗତ ଅଗଷ୍ଟ ୧୮ ତାରିଖରେ ଏକ ଘରେ ପ୍ରବେଶ କରିଥିଲେ । ଘରେ […]

ଭୁବନେଶ୍ଵର (ରାଜ୍ୟ କାହାଣୀ )ଆଉ ନାହାନ୍ତି ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ । ଶୁକ୍ରବାର ସକାଳେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି । କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଦେହାନ୍ତରେ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି, ଓଡ଼ିଆ ସଙ୍ଗୀତ ଜଗତର ଅଭୁଲା ସ୍ୱର, ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ […]

ଭୁବନେଶ୍ୱର (ରାଜ୍ୟ କାହାଣୀ )କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲି କାଢ଼ିବା ନେଇ ASIର ତଦାରଖ । ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିରର ସୁରକ୍ଷା ଓ ସଂରକ୍ଷଣ ପ୍ରସଙ୍ଗରେ ASI ଗ୍ରହଣ କରିଛି ବଡ଼ ପଦକ୍ଷେପ । ମନ୍ଦିର ଭିତରୁ ବାଲି ବାହାର କରିବା କାର୍ଯ୍ୟର ଅନୁଧ୍ୟାନ ପାଇଁ ASIର ଏଡିଜିଙ୍କ ନେତୃତ୍ୱରେ ୧୦ ଜଣିଆ ବିଶେଷଜ୍ଞ ଟିମ୍ କୋଣାର୍କ ପରିଦର୍ଶନ କରିଛନ୍ତି । ବର୍ଷ ବର୍ଷ ଧରି ମନ୍ଦିର ଗର୍ଭଗୃହ ଭିତରେ ରହିଥିବା ବାଲି କାଢ଼ିବା ପ୍ରକ୍ରିୟା […]

ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଆସିଲା ଦୁଃଖଦ ଖବର । ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ହୋଇଛି । ୮୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଓଡ଼ିଆ ସଙ୍ଗୀତ ଜଗତରେ ତାଙ୍କର ଥିଲା ସ୍ୱତନ୍ତ୍ର ପରିଚୟ । ନିଜର ମଧୁର କଣ୍ଠ ଓ ଅନନ୍ୟ ଗାୟନ ଶୈଳୀରେ ସେ ଶ୍ରୋତାଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ । ସେ ୨ଶହରୁ ଅଧିକ ସଂଗୀତରେ […]